• About Us
  • Contact Us
Monday, April 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ଜାତୀୟ ଖୋ ଖୋ ଟିମ୍ କୁ ୩ ବର୍ଷ ପାଇଁ ସ୍ପନସର୍ କରିବେ ରାଜ୍ୟ ସରକାର

by Voice of Victims
January 4, 2025
in ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ଜାତୀୟ ଖୋ ଖୋ ଟିମ୍ କୁ ୩ ବର୍ଷ ପାଇଁ ସ୍ପନସର୍ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାର ‘ଖୋ ଖୋ’ ଖେଳର ଜାତୀୟ ଟିମକୁ ଆଗାମୀ ୩ ବର୍ଷ ପାଇଁ ସ୍ପନସର କରିବେ। ଏହି ସ୍ପନସରସିପ ର ଅବଧି ୨୦୨୫ ଜାନୁଆରୀରୁ ୨୦୨୭ ଡିସେମ୍ବର ପର୍ଯ୍ୟନ୍ତ ରହିବ। ଏଥିପାଇଁ ବର୍ଷକୁ ୫ କୋଟି ଟଙ୍କା ଲେଖାଏଁ ସମୁଦାୟ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଓଡିଶା ଖଣି ନିଗମ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯିବ। ଏହାଦ୍ୱାରା ଭାରତୀୟ ଖୋ ଖୋ ଖେଳାଳୀ ପ୍ରୋତ୍ସାହନ ପାଇବା ସହିତ ଓଡିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜଳ କରିପାରିବ।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଜୁଲାଇ ୩ ରୁ ଆରମ୍ଭ ହେବ ଅମରନାଥ ଯାତ୍ରା, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ ?
  • ବହୁ ପ୍ରତୀକ୍ଷିତ ବଡ଼ବିଲ ବାଇପାସ୍-କମ୍-ରିଙ୍ଗ୍ ରୋଡ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
  • ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?
  • ରାଜ୍ୟରେ ସ୍ବଗଣନାରେ ସାମିଲ୍ ହୋଇଛନ୍ତି ୧ ଲକ୍ଷ ୭୬ ହଜାର ବ୍ୟକ୍ତି: ନିଖିଲ ପୱନ କଲ୍ୟାଣ
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଟିଏମସିରେ ଯୋଗଦେଇଛନ୍ତି ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର ବୋଷ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In