• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆଜି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସହ ଯୋଗ ଦେବେ ନଅ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ

by Voice of Victims
June 12, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆଜି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସହ ଯୋଗ ଦେବେ ନଅ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟର ପ୍ରଥମ ବିଜେପି ସରକାର ଶପଥ ଗ୍ରହଣ କରିବେ। ସେଥିପାଇଁ ଭୁବନେଶ୍ବରର ଜନତା ମଇଦାନକୁ ବେଶ ପ୍ରସ୍ତୁତ କରି ରଖାଯାଇଛି। ତେବେ ଏହି ଉତ୍ସବର ମୁଖ୍ୟ ଆକର୍ଷଣ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଆନ୍ଧ୍ର ପ୍ରଦେଶରେ ଚନ୍ଦ୍ରବାବୁ ନାଇଡୁଙ୍କ ଶପଥ ପରେ ଓଡିଶା ଆସିବେ। ସେହିପରି ଏହି ଉତ୍ସବରେ ଯୋଗଦେବା ପାଇଁ ଓଡିଶାର ତିନି କେନ୍ଦ୍ରମନ୍ତ୍ରୀ ଗତକାଲିଠାରୁ ପହଞ୍ଚିସାରିଛନ୍ତି। ସେମାନେ ହେଲେ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଏବଂ ଜୁଏଲ ଓରାମ। ସେହିପରି ଏହି ଉତ୍ସବରେ ନଅ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ହେବେ। ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଆସାମ, ଗୁଜରାଟ  ଉତ୍ତରାଖଣ୍ଡ, ତ୍ରିପୁରା, ରାଜସ୍ଥାନ, ଛତିଶଗଡ ଓ ହରିଆଣା ମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ଜଣାପଡିଛି।

Post Views: 21
Share200Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In