• About Us
  • Contact Us
Saturday, February 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

୧୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

by Voice of Victims
December 13, 2024
in ରାଜ୍ୟ
୧୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧୬ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। ଗତ ତା.୨୮.୧୦.୨୦୨୪ ରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ ସେମାନଙ୍କ ପାଇଁ କେବଳ ଏହି ଶୁଣାଣି ଉଦ୍ଦିଷ୍ଟ ହେବ। ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ଆବେଦନକାରୀ ସେମାନଙ୍କର ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବେ।ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସେହିପରି ଏହି ଦିନ ପାଇଁ ଅନ୍ୟମାନଙ୍କୁ ପଞ୍ଜୀକରଣ ନ କରିବାକୁ ଅନୁରୋଧ ମଧ୍ୟ କରାଯାଇଛି।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • ପୁଲୱାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି 
  • ଆସାମ ହାଇୱେରେ ଅବତରଣ କଲା ବାୟୁସେନା ବିମାନ : ମୋଦି ଦେଖିଲେ ଏରିଅଲ ଶୋ, ରାଜପଥରୁ ଉଡ଼ିଲା ରାଫେଲ ଏବଂ ସୁଖୋଇ
  • ମୁମ୍ୱାଇରେ ଭୁଶୁଡ଼ିଲା ମେଟ୍ରୋ ପିଲର୍, ଚାପି ହୋଇ ରହିଛି ଅନେକ ଗାଡ଼ି; ୪ ଆହତ
  • ଚଳଚଞ୍ଚଳ ଲିଙ୍ଗରାଜ ମନ୍ଦିର, ରାତି ୧୦ଟାରେ ଉଠିବ ଲିଙ୍ଗରାଜ ପ୍ରଭୁଙ୍କ ମହାଦୀପ
  • କେନ୍ଦୁଝରରେ ହେବ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In