• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଯାତ୍ରା: ଅସୁସ୍ଥ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବେ

by Voice of Victims
February 9, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଯାତ୍ରା: ଅସୁସ୍ଥ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବେ

ଭୁବନେଶ୍ଵର: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି। ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ଯାଇଛନ୍ତି। ସୂଚନାଯୋଗ୍ୟ ଯେ, ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ ହୋଇ ବର୍ତ୍ତମାନ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଶ୍ରୀମତୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଏବଂ ସେ ୧୦ ଥର ବିଧାୟିକା ଭାବରେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଖଲିକୋଟ ରାଣୀ ଭାବେ ମଧ୍ୟ ସେ ସୁପରିଚିତ ଅଟନ୍ତି।

Post Views: 138
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In