• About Us
  • Contact Us
Friday, April 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଖରିଫ ୠତୁ ପାଇଁ ସାର ଉପଲବ୍ଧତା ସମ୍ପର୍କରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ମୁଖ୍ୟମନ୍ତ୍ରୀ ଦେଲେ ୬ ବଡ଼ ନିର୍ଦ୍ଦେଶ

by Voice of Victims
April 17, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ଉପରେ ସମୀକ୍ଷା କରି ସାରର ଲାଷ୍ଟ ମାଇଲ ଡେଲିଭରୀ ଉପରେ ଗୁରୁତ୍ବ ଆରୋପ କରିଛନ୍ତି। ପ୍ରତ୍ୟେକ ଚାଷୀ, କ୍ଷୁଦ୍ର ହୁଅନ୍ତୁ ବା ନାମମାତ୍ର, ସମସ୍ତେ ଯେପରି ଆବଶ୍ୟକତା ଅନୁଯାୟୀ ସାର ପାଇବେ, ତାକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ସୂଚନାଯୋଗ୍ୟ ଯେ, ପଶ୍ଚିମ ଏସିଆରେ ଲାଗି ରହିଥିବା ଯୁଦ୍ଧ ଜନିତ ପରିସ୍ଥିତି ଯୋଗୁ ସାର ପ୍ରସ୍ତୁତି ବାଧାପ୍ରାପ୍ତ ହୋଇଛି। ତେଣୁ, ଖରିଫ ୠତୁରେ ଯେପରି ଚାଷୀ ଉଚିତ୍ ମୂଲ୍ୟରେ ଆବଶ୍ୟକତା ଅନୁଯାୟୀ ସାର ପାଇବେ, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କ ସହିତ ଭିଡିଓ କନ୍ଫରେନ୍ସିଙ୍ଗ ଜରିଆରେ ଆଲୋଚନା କରି ନିର୍ଦ୍ଦେଶ ଦେଇଛନ୍ତି।

ଏପ୍ରିଲ ୧୫ ସୁଦ୍ଧା ଉପଲବ୍ଧ ଅଛି ସାଢ଼େ ୩ ଲକ୍ଷ ଟନ୍‌ରୁ ଅଧିକ ସାର

ଏହି ଅବସରରେ କୃଷି ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାରର ଉପଲବ୍ଧତା ସମ୍ପର୍କରେ ଉପସ୍ଥାପନା ରଖି କହିଥିଲେ ଚଳିତ ବର୍ଷ କେନ୍ଦ୍ର ସରକାର ବିଭିନ୍ନ ସାର ପାଇଁ ୧୧,୪୨,୯୫୦ ମେଟ୍ରିକ ଟନର ସାର ଯୋଗାଇଦେବେ। ଏପ୍ରିଲ ମାସ ପାଇଁ ୭୯,୬୩୦ ମେଟ୍ରିକ ଟନ ସାର ଆବଶ୍ୟକ ଥିବାବେଳେ, ଏପ୍ରିଲ ୧୫ ସୁଦ୍ଧା ୩,୬୧,୪୯୦ ମେଟ୍ରିକ ଟନ ସାର ଉପଲବ୍ଧ ଅଛି। ରାଜ୍ୟରେ ସାର ହୋଲସେଲର ବିକ୍ରେତାମାନଙ୍କ ସଂଖ୍ୟା ୧୦୨୯ ଥିବାବେଳେ ଖୁଚୁରା ବିକ୍ରେତାଙ୍କ ସଂଖ୍ୟା ୧୨,୦୯୩ ଅଛି। ବିଭିନ୍ନ ସାର ଯୋଗାଣ କମ୍ପାନୀଙ୍କ ପକ୍ଷରୁ ସାର ଯୋଗାଣ ମଧ୍ୟ ଠିକ୍ ରହିଛି।

Post Views: 11
Share197Tweet123Send
Voice of Victims

Voice of Victims

Recent Posts

  • ସୀମା ପୁନଃ ନିର୍ଦ୍ଧାରଣ ବିଲ ପ୍ରସଙ୍ଗ; ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଧର୍ମେନ୍ଦ୍ର ପ୍ରଧାନ
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଅମରନାଥ ଯାତ୍ରା, ଜାଣନ୍ତୁ ଅନଲାଇନରେ କିପରି କରିବେ ରେଜିଷ୍ଟ୍ରେସନ୍
  • ଖରିଫ ୠତୁ ପାଇଁ ସାର ଉପଲବ୍ଧତା ସମ୍ପର୍କରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ମୁଖ୍ୟମନ୍ତ୍ରୀ ଦେଲେ ୬ ବଡ଼ ନିର୍ଦ୍ଦେଶ
  • ସିବିଏସଇ ଦଶମ ବୋର୍ଡ଼ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସଫଳତା
  • ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ବିଜୁ ଲିଗାସୀରେ ସାମିଲ୍ ହେଲେ ବହୁ ନେତା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In