• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଏଣିକି ୧୮୦୦ ବଦଳରେ ପାଇବେ ୨୫୦୦ ଟଙ୍କା

by Voice of Victims
January 22, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଦିଲ୍ଲୀରୁ ସକାଳୁ ସକାଳୁ ଫେରି ସିଧା ଲୋକସେବା ଭବନରେ କାମ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି ।  ଏଣିକି ଗ୍ରାମରକ୍ଷୀମାନେ ୧୮୦୦ ଟଙ୍କା ବଦଳରେ ୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ ।  ଏଥିସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି । 

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ ।

Post Views: 13
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In