• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଉ ୭ ଦିନ ଥରାଇବ ଶୀତ, ଆସନ୍ତା ୪ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡ଼ି ପାଇଁ ଚେତାବନୀ

by Voice of Victims
December 23, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
୧୪ ଯାଏଁ ଢ଼ାଙ୍କିବ କୁହୁଡ଼ି

ଭୁବନେଶ୍ବର: ରାଜ୍ୟରେ ଶୀତର ଅଘୋଷିତ କର୍ଫ୍ୟୁ ।  ଉପକୂଳରୁ ଉପାନ୍ତ ।  ଥରୁଛି ପୂରା ଓଡ଼ିଶା ।  ଗତ କିଛି ଦିନ ହେଲା କ୍ରମାଗତ ଭାବେ ଶୀତ ଲହରୀ ଜାରି ରହିଛି ।  ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେଉ ନାହିଁ ।  ସର୍ବନିମ୍ନ ତାପମାତ୍ରା ୪-୫ ଡିଗ୍ରୀରେ ରହୁଛି ।  ଗତ ୨୪ ଘଣ୍ଟାରେ କୋରାପୁଟରେ ୫ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଛି ।  ଅନ୍ୟପଟେ ଶୀତ ସାଙ୍ଗକୁ କଲବଲ କରୁଛି ଘନ କୁହୁଡ଼ି ।  ରାଜ୍ୟର କିଛି ସ୍ଥାନରେ ଘନକୁହୁଡ଼ି ହେଉଛି ।

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ ୫ ଜିଲ୍ଳାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।  ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର ଓ ସୋନପୁରରେ ଘନ କୁହୁଡ଼ି ସମ୍ଭାବନା ରହିଛି ।  ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହି ତାପମାତ୍ରା ଜାରି ରହିବ ।  ଶୀତର ପ୍ରକୋପ ଆଉ ୭ ଦିନ ଯାଏଁ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Post Views: 25
Share197Tweet123Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In