• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ

by Voice of Victims
July 21, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ

ଭୁବନେଶ୍ୱର : କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ।  ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ଜଣେ ଯୁବତୀଙ୍କୁ ନିଶା ଦେଇ ଏକ ହୋଟେଲରେ ଦୁଷ୍କର୍ମ କରିଥିବା ମଞ୍ଚେଶ୍ବର ଥାନାରେ ଅଭିଯୋଗ ହୋଇଛି ।

ମାର୍ଚ୍ଚ ୧୮ ତାରିଖରେ ପୀଡ଼ିତା ଜଣଙ୍କ ତାଙ୍କ ବାନ୍ଧବୀ ଓ ସହପାଠୀଙ୍କ ସହ ମିଶି ମାଷ୍ଟରକ୍ୟାଣ୍ଟିନ ଛକକୁ ବୁଲିବାକୁ ଯାଇଥିଲେ । ସେଠାରେ ସହପାଠୀ ଜଣଙ୍କ ଉଦିତ ପ୍ରଧାନଙ୍କୁ ସେମାନଙ୍କ ସହ ପରିଚିତ କରାଇଥିଲେ । ଏହାପରେ ଉଦିତଙ୍କ ଗାଡ଼ିରେ ନୂଆପଲ୍ଲୀ ସ୍ଥିତ ଏକ ହୋଟେଲକୁ ଯାଇଥିଲେ ।

ସେଠାରେ ଉଦିତ୍ ତାଙ୍କୁ ଥଣ୍ଡା ପାନୀୟରେ ନିଶା ଦେଇ ଅଚେତ କରିବା ପରେ ହୋଟେଲର ଏକ ରୁମରେ ଦୁଷ୍କର୍ମ କରିଥିଲେ ।  ଏପରିକି, ଏ ସମ୍ପର୍କରେ କାହାରିକୁ କିଛି ନକହିବା ପାଇଁ ଉଦିତ ଧମକ ଦେଇଥିବା ଅଭିଯୋଗ ହୋଇଛି । ଦୁଷ୍କର୍ମ ଅଭିଯୋଗ ପରେ ମଞ୍ଚେଶ୍ବର ଥାନା ପୋଲିସ ଉଦିତଙ୍କୁ ରାତିରେ ଉଠାଇ ନେଇଥିଲେ ପୋଲିସ ।

Post Views: 117
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In