• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ହ୍ରାସ ପାଇଲା ବ୍ୟବସାୟିକ ଏଲପିଜି ସିଲିଣ୍ଡରର ଦାମ୍‌

by Voice of Victims
June 1, 2024
in ମୁଖ୍ୟ ଖବର, ରାଜ୍ୟ
ହ୍ରାସ ପାଇଲା ବ୍ୟବସାୟିକ ଏଲପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ: ବ୍ୟବସାୟିକ ଏଲପିଜି ସିଲିଣ୍ଡରର ଦାମ୍‌ ହ୍ରାସ ପାଇଛି। ରାଷ୍ଟ୍ରାୟତ୍ତ ତୈଳ ମାର୍କେଟିଂ କମ୍ପାନି (ଓଏମ୍‌ସିଏସ୍‌) ଓ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ (ଆଇଓସିଏଲ୍) ଜୁନ୍‌ ୧ ବା ଆଜିଠାରୁ ବ୍ୟବସାୟିକ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ହ୍ରାସ କରିବାକୁ ଘୋଷଣା କରିଛନ୍ତି। ତେବେ ଘରୋଇ ଏଲ୍‌ପିଜିର ମୂଲ୍ୟ ଯାହା ଥିଲା ଏବେ ବି ସେୟା ଅଛି। ଦିଲ୍ଲୀ ଅଞ୍ଚଳରେ ଏହାର ମୂଲ୍ୟ ୬୯.୪୦ ଟଙ୍କା ହ୍ରାସ ପାଇଛି। ଚାଲୁଥିବା ଆର୍ଥିକ ଆହ୍ବାନ ମଧ୍ୟରେ ବ୍ୟବସାୟୀମାନଙ୍କ ପାଇଁ ଏହି ମୂଲ୍ୟ ସଂଶୋଧନ କିଛି ଆରାମ ପ୍ରଦାନ କରିବ ବୋଲି ଆଶା କରାଯାଉଛି। ପୂର୍ବରୁ ମେ ୧ ତାରିଖରେ ଦିଲ୍ଲୀରେ ୧୯ କେଜି କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍‌ ୧୯ ଟଙ୍କା ହ୍ରାସ ପାଇଥିଲା। ଏହାଫଳରେ ବୈବସାୟିକ ଏଲପିଜି ସିଲିଣ୍ଡର ଦାମ୍‌ ୧୭୪୫ ଟଙ୍କାକୁ କମିଥିଲା। ସୂଚନାଯୋଗ୍ୟ, ପୂର୍ବରୁ ଜାନୁଆରୀରେ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ଦର ୧.୫୦ ଟଙ୍କା ବଢ଼ିଥିଲା। ଫେବ୍ରୁଆରିରେ ୧୪ ଟଙ୍କା ବୃଦ୍ଧି ହୋଇଥିଲା। ମାର୍ଚ୍ଚ ମାସରେ ଏହା ୨୫.୫୦ ଟଙ୍କା ବଢ଼ିଥିଲା।  ଗତ ୩ ମାସ ମଧ୍ୟରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦରରେ ମୋଟ ୪୧ ଟଙ୍କା ବୃଦ୍ଧି ପାଇଛି। କମର୍ସିଆଲ ଏଲପିଜି ସିଲିଣ୍ଡରର ନୂଆ ଦର ମାର୍ଚ୍ଚ ୧ଠାରୁ ଲାଗୁ ହୋଇଥିଲା।

Post Views: 26
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In