• About Us
  • Contact Us
Sunday, April 19, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଷ୍ଣୁପଦଙ୍କ ଘର ଆଗରେ କଂଗ୍ରେର ବିକ୍ଷୋଭ

by Voice of Victims
December 16, 2024
in ମୁଖ୍ୟ ଖବର, ରାଜ୍ୟ
ବିଷ୍ଣୁପଦଙ୍କ ଘର ଆଗରେ କଂଗ୍ରେର ବିକ୍ଷୋଭ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଘର ଆଗରେ କଂଗ୍ରେସ ପକ୍ଷରୁ ସୋମବାର ବିକ୍ଷୋଭ କରାଯାଇଛି ।ବିଷ୍ଣୁପଦ ସେଠୀଙ୍କ ସରକାରୀ ବାସଭବନ ଆଗରେ ଯୁବ କଂଗ୍ରେସ କର୍ମୀ ବିକ୍ଷୋଭ କରିଛନ୍ତି ।  ଭୁବନେଶ୍ୱରରେ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ବିଷ୍ଣୁପଦ ସେଠୀଙ୍କୁ ଗିରଫ କରାଯିବା ଦାବିରେ ଏହି ବିକ୍ଷୋଭ କରାଯାଇଛି ।  ଏପଟେ ସିବିଆଇର ସମନ ପରେ ମଧ୍ୟ ହାଜର ହେଉନଥିବା ବିଷ୍ଣୁପଦଙ୍କୁ ତିନି ତିନିଟି ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ଭାବେ ରାଜ୍ୟ ସରକାର କିଭଳି କାର୍ୟ୍ୟ ଜାରି ରଖିବାର ଅନୁମତି ଦେଇଛନ୍ତି, ତାକୁ ନେଇ ପ୍ରଶ୍ନ ଉଠିଲାଣି। ରାଜ୍ୟ ସରକାରଙ୍କ ବିଭିନ୍ନ ଏଜେନ୍ସୀ ଥାଇ ମଧ୍ୟ ବିଷ୍ଣୁପଦ କେଉଁ ଅଦୃଶ୍ୟ କାରଣରୁ ଓପନ୍ ଟେଣ୍ଡର ନକରି କେନ୍ଦ୍ରୀୟ ପିଏସୟୁଗୁଡ଼ିକୁ ‘ସରକାରୀ ଆବାସିକ ଆଶ୍ରମ ସ୍କୁଲର ଉନ୍ନୀତିକରଣ’ କାର୍ୟ୍ୟ ଟେକି ଦେଉଥିଲେ ତା’ର ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ସିବିଆଇ ହାତରେ ଲାଗିଥିବା ଜଣାପଡ଼ିଛି। ରାଜ୍ୟର କିଛି ନିର୍ଦ୍ଦିଷ୍ଟ ରିଏଲ ଇଷ୍ଟେଟ୍ ସଂସ୍ଥାକୁ ଏସବୁ କାର୍ୟ୍ୟ ଟେକି ଦେବା ପାଇଁ ଆଇନର ଗଳାବାଟରେ କେନ୍ଦ୍ରୀୟ ପିଏସୟୁକୁ ମାଧ୍ୟମ କରାଯାଇଥିବା ନିର୍ଭରଯୋଗ୍ୟ ସୂତ୍ରରୁ ସୂଚନା ମିିଳଛି।

Post Views: 146
Share197Tweet123Send
Voice of Victims

Voice of Victims

Recent Posts

  • ରାଜ୍ୟରେ କଲବଲ କରୁଛି ତାତି; ଆସନ୍ତା ୫ ଦିନ ଯାଏଁ ତାତିରୁ ନାହିଁ ତ୍ରାହି
  • ଇରାନ ଉପରେ ଆକ୍ରମଣ ପାଇଁ ଇସ୍ରାଏଲୀ ବାୟୁସେନା ସଜାଗ , ଟାର୍ଗେଟ ତାଲିକା ପ୍ରସ୍ତୁତ
  • ସଂସଦର ବଜେଟ ଅଧିବେଶନ ୨୦୨୬; ଉଭୟ ଗୃହରେ ୯ଟି ବିଲ୍ ପାସ୍
  • ପତଞ୍ଜଳି ପକ୍ଷରୁ ଜଳଛତ୍ର ଓ ଦହି ବଣ୍ଟନ
  • “ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In