• About Us
  • Contact Us
Tuesday, May 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପତଞଳି ଯୋଗ କେନ୍ଦ୍ରରେ ସମ୍ବିଧାନ ଦିବସ ପାଳନ

by Voice of Victims
November 27, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ପତଞଳି ଯୋଗ କେନ୍ଦ୍ରରେ ସମ୍ବିଧାନ ଦିବସ ପାଳନ

କଟକ, ଗାନ୍ଧି ପଲ୍ଲୀ ଯାଚକେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଅବସ୍ଥିତ ପତଞଳି ଯୋଗ କେନ୍ଦ୍ର ଠାରେ ଯୋଗ ଶିକ୍ଷକ ସତ୍ୟ ରଞ୍ଜନ ଷଡ଼ଙ୍ଗୀଙ୍କ ପୌରହିତ୍ୟରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଅନ୍ୟମାନଙ୍କ ମଧ୍ୟରେ ମହାନଦୀ ବିହାର ମହିଳା ମହାବିଦ୍ୟାଳୟର ଅଧ୍ୟାପିକା କସ୍ତୁରୀ ବେହେରା, ସ୍ୱାଗତିକା ମହାନ୍ତି, ଲୋପାମୁଦ୍ରା ପ୍ରିୟଦର୍ଶିନୀ, ମୋନାଲିସା ପୃଷ୍ଟି, ଶୁଭଶ୍ରୀ ଆଚାର୍ଯ୍ୟ, ଖୁଲଣା ବଳ, ପ୍ରେମଲତା ମହାକୁଡ଼, ଗୋଲେଖ ପ୍ରଧାନ, ସୁଦାମ ମହାକୁଡ଼ ଓ ମହିଳା ମହାବିଦ୍ୟାଳୟର ଏନ‌ଏସ‌ଏସ ସ୍ବେଚ୍ଛାସେବୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଏହି ଅବସରରେ ରାଷ୍ଟ୍ରୀୟ ସଂଗୀତ ଗାନ, ଦେଶାତ୍ମବୋଧକ ଯୋଗ ନୃତ୍ୟ ପରିବେଷଣ ସହ ସମ୍ବିଧାନ ପ୍ରଣେତା ଡ଼ ଭୀମରାଓ ଆମ୍ବେଦକରଙ୍କ ଅବଦାନ ଉପରେ ଆଲୋକପାତ କରାଯାଇଥିଲା। ଗାନ୍ଧି ପଲ୍ଲୀ ଉନ୍ନୟନ ସମିତିର ସଭାପତି ରବିନ୍ଦ୍ର ମହାରଣା ଧନ୍ୟବାଦ ଦେଇଥିଲେ।

Post Views: 50
Share201Tweet126Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In