• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ଉପରମୁହାଁ କରୋନା ଗ୍ରାଫ୍, ୫ ହଜାର ଟପିଲା ଆକ୍ଟିଭ କେସ୍

by Voice of Victims
June 6, 2025
in ରାଜ୍ୟ
ପୁଣି ଡରାଇଲାଣି କରୋନା: ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୨୩ଜଣ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଉପରମୁହାଁ କରୋନା ଗ୍ରାଫ୍ । ବଢ଼ୁଛି କୋଭିଡ ସଂକ୍ରମଣ। ୫ ହଜାର ଟପିଲା ଆକ୍ଟିଭ କେସ୍। ୫ ହଜାର ୩୬୪ରେ ପହଞ୍ଚିଛି ଆକ୍ଟିଭ କେସ୍। ସୁସ୍ଥ ହୋଇ ଫେରିଛନ୍ତି ୪ ହଜାର ୭୨୪ ଜଣ।

ଗତ ୨୪ ଘଣ୍ଟାରେ ଦେଶରେ ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ୮ ଜଣଙ୍କ ମୃତ୍ୟୁ ହୋଇଛି। ଓଡ଼ିଶାରେ ମୋଟ ୨୩ ସଂକ୍ରମିତ ଚିହ୍ନଟ ହେଲେଣି। ଗତକାଲି ୫ ଜଣ ଚିହ୍ନଟ ହୋଇଛନ୍ତି। କେରଳରେ ସର୍ବାଧିକ ୧୬୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ କେରଳରେ ୧୯୨ ନୂଆ କେସ୍ ସାମ୍ନାକୁ ଆସିଛି । କେରଳ ପରେ ଗୁଜରାଟରେ ଦ୍ବିତୀୟ ସର୍ବାଧିକ ସଂକ୍ରମଣ। ୬୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀ ଏବଂ ପଶ୍ଚିମବଙ୍ଗରେ ୫୦୦ରୁ ଅଧିକ କେସ୍ । କୋଭିଡ ସଂକ୍ରମଣ ବଢୁଥିବାରୁ ଜନଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି ।

ଅନ୍ୟପଟେ ସଂକ୍ରମଣ ବଢୁଥିବାରୁ ଲ୍ୟାବ ପ୍ରସ୍ତୁତ ରହିଛି । କରୋନା ଟେଷ୍ଟ ଚାଲିଛି । ଡାକ୍ତରଖାନାଗୁଡିକ ପ୍ରସ୍ତୁତ ରହିଛନ୍ତି । ସବୁ ରାଜ୍ୟ ସରକାର ସବୁ ପ୍ରସ୍ତୁତି ଉପରେ ନଜର ରଖିଛନ୍ତି । ଓମିକ୍ରନର ସବଭାରିଏଣ୍ଟ LF.7,XFG,JN.1 ଏବଂ NB.1.8.1 କାରଣରୁ ସଂକ୍ରମଣ ବଢୁଛି । ଯଦିଓ ନୂଆ ଭାରିଏଣ୍ଟ ମାରାତ୍ମକ ନୁହେଁ କିନ୍ତୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ହସ୍ପିଟାଲଗୁଡିକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଭାରିଏଣ୍ଟ ମାରାତ୍ମକ ନୁହେଁ ବୋଲି କହିଛି ।

Post Views: 37
Share2Tweet1Send
Voice of Victims

Voice of Victims

Recent Posts

  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In