• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ

by Voice of Victims
May 1, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର: ଆଜିଠୁ ଭିତରକନିକା ବନ୍ଦ। କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହୋଇଥାନ୍ତି । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୩ ମାସ ପାଇଁ ଭିତରକନିକା ବନ୍ଦ ରଖାଯାଇଥିବା ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି । ନଦୀକୂଳିଆ ଗ୍ରାମବାସୀମାନଙ୍କୁ ନଦୀକୁ ଯିବାକୁ ବାରଣ କରିଛି ରାଜନଗର ବନବିଭାଗ ।

ଏହାର ମୁଖ୍ୟ କାରଣ ହେଲା ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହେତୁ ନଦୀ ଓ ନାଳମାନଙ୍କରେ କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ । ସେମାନଙ୍କ ମିଳନ ପର୍ବ ଓ ଅଣ୍ଡା ଦେବା ପ୍ରକ୍ରିୟାରେ ବାଧା ନଉପୁଜିବା ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ।

ସାଧାରଣତଃ ଶୀତକାଳରେ ଭିତରକନିକାରେ ହଜାର ହଜାର ପର୍ଯ୍ୟଟକ ଭିଡ଼ ହୁଏ । ବିଶେଷକରି ବଉଳ କୁମ୍ଭୀର ଦେଖିବା ଓ ମ୍ୟାଙ୍ଗ୍ରୋଭ ଜଙ୍ଗଲର ସୌନ୍ଦର୍ଯ୍ୟ ଉପଭୋଗ ପାଇଁ ଏଠାକୁ ଲୋକେ ଭିଡ଼ କରନ୍ତି। କିନ୍ତୁ ଏବେ ପ୍ରକୃତି ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ଏହି ସ୍ଥଳ କିଛି ଦିନ ପାଇଁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ । ତେଣୁ ଯଦି ଆପଣ ଭିତରକନିକା ଭ୍ରମଣ ପ୍ଲାନ୍ କରୁଛନ୍ତି, ତେବେ ଏହି ତିନି ମାସ ପାଇଁ ଯୋଜନା କରନ୍ତୁ ନାହିଁ ।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • Weekly News Paper (August 10- 16, 2026)
  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In