• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କଟକରେ କର୍ଫ୍ୟୁ ବଳବତ୍ତର, ସ୍ଥିତି ସ୍ବାଭାବିକ; ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ

by Voice of Victims
October 7, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କଟକରେ କର୍ଫ୍ୟୁ ବଳବତ୍ତର, ସ୍ଥିତି ସ୍ବାଭାବିକ; ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ

କଟକ : କଟକରେ କର୍ଫ୍ୟୁ ବଳବତ୍ତର, ସ୍ଥିତି ସ୍ବାଭାବିକ । ୩୬ ଘଣ୍ଟିଆ କର୍ଫ୍ୟୁ ଆଜି ଦିନ ୧୦ଟାରେ ସମାପ୍ତ ହେବ । ଆଜି  ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରହିବ । ସମ୍ବେଦନଶୀଳ ଅଞ୍ଚଳରେ ପୋଲିସର କଡ଼ା ପହରା ରହିଛି । ସହର ସାରା ପୋଲିସ ଛାଉଣୀ ରହିଛି । ଛକ ଛକରେ ପଇଁତରା ମାରୁଛନ୍ତି ସୁରକ୍ଷା ବଳ । ପାଟ୍ରୋଲିଂ ଓ ଚେକିଂ ଜାରି ରହିଛି । କିଛି ସ୍ଥାନରେ ରାସ୍ତା କଡ଼ରେ ଥିବା ଦୋକାନ ଖୋଲିଛି । ଜରୁରୀ ସେବା ପାଇଁ ପରିଚୟପତ୍ର ଯାଞ୍ଚ କରି ଛଡ଼ାଯାଉଛି । ବିଶୃଙ୍ଖଳା ଘଟଣା ପରେ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଛି । ଘଟଣାରେ ୩ଟି ମାମଲା ରୁଜୁ କରି ୮ଜଣଙ୍କୁ ଗିରଫ କରାଯାଇଛି । କୌଣସି ପ୍ରକାର ଗୁଜବରେ ବିଶ୍ବାସ ନକରିବାକୁ ପରାମର୍ଶ ଦେଇଛି ଓଡ଼ିଶା ପୋଲିସ ।

ଅକ୍ଟୋବର ୩ତାରିଖରେ ରାତିରେ ଦଶହରା ଭସାଣ ଶୋଭାଯାତ୍ରାରେ ଦରଘାବଜାର ଓ ହାତୀପୋଖରୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା । ସ୍ଥିତି ନିୟନ୍ତ୍ରଣକୁ ଫେରୁଥିବା ବେଳେ ଗତକାଲି ବାଇକ ରାଲି ବାହାରିଥିଲା । ତେବେ ଏଥିପାଇଁ ଅନୁମତି ନଥିବାରୁ ପୋଲିସ ଏହାକୁ ଅଟକାଇଥିଲା । ଏହାକୁ ନେଇ ପୋଲିସ ସହ ମୁହାଁମୁହିଁ ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା ।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In