• About Us
  • Contact Us
Friday, November 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବାତ୍ୟା ‘ଅକଭାନ୍’ ସତର୍କତା: ୩ ଦିନ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

by Voice of Victims
November 19, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ସମ୍ଭାବ୍ୟ ବାତ୍ୟା ଏବଂ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଭିତରକନିକା ଜାତୀୟ ଉଦ୍ୟାନକୁ ଆଜି ଠାରୁ ନଭେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ତିନି ଦିନ ପାଇଁ ବନ୍ଦ ରଖାଯାଇଛି. ପର୍ଯ୍ୟଟକ, କର୍ମଚାରୀ ଏବଂ ବନ୍ୟଜନ୍ତୁଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ରାଜନଗର ବନଖଣ୍ଡ ଅଧିକାରୀ (DFO) ଏହି ଜରୁରୀ ପଦକ୍ଷେପ ଗ୍ରହଣ କରିଛନ୍ତି ।

ପର୍ଯ୍ୟଟକ, ବନ କର୍ମଚାରୀ ଏବଂ ବିରଳ ବନ୍ୟଜନ୍ତୁଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ରାଜନଗର ବନଖଣ୍ଡ ଅଧିକାରୀ ଏହି ଜରୁରୀକାଳୀନ ନିଷ୍ପତ୍ତି ନେଇଛନ୍ତି. ଉଦ୍ୟାନ ବନ୍ଦ ରହିବା ସହ ଭିତରକନିକାରେ ଥିବା ସମସ୍ତ ରାତ୍ରି ରହଣୀ ବୁକିଂକୁ ମଧ୍ୟ ବାତିଲ୍ କରିଦିଆଯାଇଛି ।

ଏହି ତିନି ଦିନ ମଧ୍ୟରେ ଭିତରକନିକା ବୁଲିବାକୁ କିମ୍ବା ରାତିରେ ରହିବାକୁ ଯୋଜନା କରିଥିବା ପର୍ଯ୍ୟଟକମାନଙ୍କୁ ଉକ୍ତ ଅଞ୍ଚଳକୁ ନ ଆସିବା ପାଇଁ ବନ ବିଭାଗ ପକ୍ଷରୁ କଡ଼ା ପରାମର୍ଶ ଦିଆଯାଇଛି. ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରତିଦିନ ଶହ ଶହ ପର୍ଯ୍ୟଟକ ଆସୁଥିବା ଏହି ଉଦ୍ୟାନରେ ପାଗ ସ୍ୱାଭାବିକ ନହେବା ପର୍ଯ୍ୟନ୍ତ ପ୍ରବେଶ ଏବଂ ରାତ୍ରି ଯାପନ ଉପରେ କଟକଣା ବଳବତ୍ତର ରହିବ।

Post Views: 19
Share197Tweet123Send
Voice of Victims

Voice of Victims

Recent Posts

  • ବାତ୍ୟା ‘ଆକ୍ୱାନ’ ପ୍ରଭାବିତଙ୍କ ସୁରକ୍ଷା ଓ ସହାୟତା ପାଇଁ ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ବାଚସ୍ପତି ସୁରମା ପାଢ଼ୀ
  • ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା
  • ବାଲିଯାତ୍ରା ପଡିଆକୁ ନୋ ଡ୍ରୋନ ଜୋନ ଘୋଷଣା କଲା ଜିଲ୍ଲା ପ୍ରଶାସନ
  • ବିରୋଧୀଙ୍କ ହଟ୍ଟଗୋଳ ଓ ଅଚଳାବସ୍ଥା: ସୋମବାର ଯାଏଁ ଗୃହ ମୁଲତବୀ
  • ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In