• About Us
  • Contact Us
Monday, November 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା, ୨୦ ତାରିଖ ମଧ୍ୟାହ୍ନରେ ଲ୍ୟାଣ୍ଡଫଲ୍!

by Voice of Victims
November 16, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ ‘ମୋନ୍ଥା’, ୨୮ ତାରିଖ ବେଳକୁ ଭୀଷଣ ବାତ୍ୟାର ରୂପ ନେବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ । ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଧୀରେ ଧୀରେ ଶକ୍ତି ବୃଦ୍ଧି କରି ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ ବାତ୍ୟା ।

୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ନେଲୋର ଓ ତୁନି ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର ରହିପାରେ । ଝଟକା ପବନର ବେଗ ୧୪୫ କିଲୋମିଟର ଛୁଇଁପାରେ ।

ଗଭୀର ଅବପାତ ଏବେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଆଗକୁ ବଢ଼ିଛି । ସକାଳ ୮ଟା ୩୦ ମିନିଟ୍ ସୁଦ୍ଧା ଏହା ୧୧.୨ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୬.୪ ଡିଗ୍ରୀ ପୂର୍ବ ଦ୍ରାଘିମାରେ ରହିଛି । ଶ୍ରୀଲଙ୍କାର ତ୍ରିଙ୍କୋମାଲିଠାରୁ ୬୩୦ କିଲୋମିଟର, ଆଣ୍ଡାମାନର ଶ୍ରୀବିଜୟପୁରମଠାରୁ ୬୯୦ କିଲୋମିଟର ଓ ଚେନ୍ନାଇଠାରୁ ୭୦୦ କିଲୋମିଟର ଦୂରରେ ରହିଛି ।

Post Views: 20
Share198Tweet124Send
Voice of Victims

Voice of Victims

Recent Posts

  • ମାରଣା ଦନ୍ତାର ଆତଙ୍କ ! ପୁଣି ଜଣେ ଯୁବକଙ୍କ ଜୀବନ ନେଲା ହାତୀ, ୧୫ ଦିନରେ ୩ ମୃତ, ରଣପୁର ଅଞ୍ଚଳରେ ଭୟର ବାତାବରଣ
  • ଆଜିଠୁ ମୋଦିଙ୍କ ଫିଲିପାଇନ୍ସ ଗସ୍ତ, ବାଣିଜ୍ୟ ଓ ସୁରକ୍ଷା ଉପରେ ବଡ଼ ଆଲୋଚନା
  • କାନପୁରରେ ଏକ ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ୨ ମୃତ, ଅନେକ ଡେଇଁ ବଞ୍ଚାଇଲେ ଜୀବନ
  • ଭୁବନେଶ୍ୱରରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ, ଟ୍ୱିନ୍ ସିଟିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
  • ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା, ୨୦ ତାରିଖ ମଧ୍ୟାହ୍ନରେ ଲ୍ୟାଣ୍ଡଫଲ୍!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In