• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆସନ୍ତା ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

by Voice of Victims
July 23, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଆଜି ଲଘୁଚାପ  । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳରୁ ଅତିପ୍ରବଳ ବର୍ଷା । ଆସନ୍ତା ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ମୟୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି । ୨୮ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Post Views: 33
Share197Tweet123Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In