• About Us
  • Contact Us
Tuesday, July 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତା ୨୭ ତାରିଖ ଆଡ଼କୁ ବାତ୍ୟା ଆଶଙ୍କା, ଭାରତୀୟ ପାଣିପାଗ ବିଭାଗର ସୂଚନା

by Voice of Victims
October 24, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବାତ୍ୟା ଖବରକୁ ଖଣ୍ଡନ କଲା ପାଣିପାଗ ବିଭାଗ; ଜାଣନ୍ତୁ କ’ଣ କହିଲା IMD?

ଭୁବନେଶ୍ୱର: ୨୭ରେ ବାତ୍ୟା ଆଶଙ୍କା । ଆସନ୍ତା ୨୭ ତାରିଖ ଆଡ଼କୁ ବାତ୍ୟା ଆଶଙ୍କା । ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେବା ସମ୍ଭାବନା ।

ଆସନ୍ତାକାଲି ସୁଦ୍ଧା ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଆହୁରି ଘନୀଭୂତ ହୋଇ ୨୬ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହେବ । ୨୭ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ । ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣ-ପଶ୍ଚିମ ଓ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ। ଏବେ ପଶ୍ଚିମ-ଉଚ୍ଚପଶ୍ଚିମ ଦିଗରେ ଧୀରେ ଧୀରେ ଗତି କରୁଛି ଲଘୁଚାପ ।

Post Views: 55
Share200Tweet125Send
Voice of Victims

Voice of Victims

Recent Posts

  • ୟୁକ୍ରେନ୍‌ରେ ଭୟଙ୍କର ମିସାଇଲ୍ ମାଡ଼, ୪ ଭାରତୀୟ ନାବିକ ମୃତ
  • ବାହୁଡ଼ା ଯାତ୍ରା ନେଇ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ, ଆଜି ଦକ୍ଷିଣମୋଡ଼ କରିବେ ତିନି ରଥ
  • ପୁରୀରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
  • ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ପର୍ଶୁରାମାଷ୍ଟମୀ ବିଜେ ଯାତ୍ରା
  • ଶାରଙ୍ଗଧରପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ବିଦାୟକାଳୀନ ଓ ସ୍ୱାଗତସଭା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In