• About Us
  • Contact Us
Saturday, October 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଥାଇଲାଣ୍ଡରେ ଘୂର୍ଣ୍ଣିବଳୟ, ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

by Voice of Victims
October 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଥାଇଲାଣ୍ଡରେ ଘୂର୍ଣ୍ଣିବଳୟ, ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ବର : ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଓଡ଼ିଶା ଉପରେ କେତେ ରହିବ ପ୍ରଭାବ, ତା ଉପରେ ନଜର ରହିଛି । ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ପୂର୍ବାନୁମାନ କରିଛି ।

ବର୍ତ୍ତମାନ ଥାଇଲାଣ୍ଡ ଉପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ମଧ୍ୟରେ ଆସନ୍ତାକାଲି ଆଣ୍ଡାମାନ ସାଗର ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଉଭୟ ଘୂର୍ଣ୍ଣିବଳୟ ମିଶିବା ପରେ ୧୩ ଅକ୍ଟୋବର ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ ।

ତେବେ ପରବର୍ତ୍ତୀ ସମୟରେ ଏହା ଅବପାତ କିମ୍ବା ଗଭୀର ଅବପାତର ରୂପ ନେବ କି ନାହିଁ, ସେନେଇ ଏବେଠାରୁ ନିଶ୍ଚିତ ଭାବେ କହିହେବ ନାହିଁ । କେଉଁ ଦିଗକୁ ଗତି କରିବ ସେ ନେଇ ମଧ୍ୟ କିଛି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିନି । ତେବେ ବିଭିନ୍ନ ପାଣିପାଗ ମଡେଲ ଏହାକୁ ନେଇ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି ।

Post Views: 10
Share196Tweet123Send
Voice of Victims

Voice of Victims

Recent Posts

  • ରଣପୁରରେ ନିର୍ବାଚନ କମିଶନଙ୍କ ଇସ୍ତଫା ଦାବିରେ ବିକ୍ଷୋଭ, ମୁଖ୍ୟ ନିର୍ବାଚନ କମିଶନରଙ୍କ କୁଶପୁତ୍ତଳିକା ଦାହ, SIR ବାତିଲ ପାଇଁ ଦାବି
  • “ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ
  • “ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନେତୃତ୍ଵରେ ଏକଛତ୍ରବାଦ ଚାଲିଛି”: ପ୍ରିୟଙ୍କା ଗାନ୍ଧୀ
  • ୯ କୋଟିରୁ ଅଧିକ ସରକାରୀ ପାଣ୍ଠି ହଡ଼ପ ମାମଲା: ବନ୍ଧା ହେଲେ ଆଉ ୩ ସରକାରୀ କର୍ମଚାରୀ
  • ଥାଇଲାଣ୍ଡରେ ଘୂର୍ଣ୍ଣିବଳୟ, ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In