• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର

by Voice of Victims
April 1, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର :  ବଢ଼ିଲା ଧାନ କିଣା ଡେଡଲାଇନ  ।  ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର ।  ଚାଷୀଙ୍କ ଟୋକନ ଯେପରି ଲ୍ୟାପ୍ସ ନହୁଏ ସେଥିପ୍ରତି ଗୁରୁତ୍ବ ଦିଆଯାଇଛି ।  ମାର୍ଚ୍ଚ ୩୧ ତାରିଖ ଧାନକିଣାର ଶେଷ ତାରିଖ ଥିଲା । ହେଲେ ଏବେବି ଅନେକ ଚାଷୀ ଧାନ ବିକ୍ରି କରିପାରିନାହାନ୍ତି ।  ତେଣୁ ସରକାର ଧାନ ସଂଗ୍ରହ ଅବଧି ଆଉ ୭ଦିନ ବଢାଇଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ପୂର୍ବରୁ ଚାଷୀମାନେ ଟୋକନ ବ୍ୟବସ୍ଥାରେ ଅସୁବିଧା ନେଇ ଧାନ ବିକ୍ରୟ କରିବାରେ ବିଳମ୍ବ ଦେଖା ଦେଇଥିଲା ।  ବହୁ ଚାଷୀ ଟୋକନ ମଧ୍ୟ କରି ପାରିନଥିଲେ । ଫଳରେ ସେମାନେ ଧାନ ବିକ୍ରୟ କରିବା ନେଇ ଆଶଙ୍କା ସୃଷ୍ଟି ହୋଇଥିଲା ।  ଏ ନେଇ ବିଭିନ୍ନ ଜିଲ୍ଲାରୁ ଅଭିଯୋଗ ହୋଇଆସୁଥିଲା ।  ଶେଷରେ ସରକାର ଚାଷୀଙ୍କ କଥା ଶୁଣିଛନ୍ତି ।  ଫଳରେ ଆଉ ୭ ଦିନ ଧାନ କିଣା ଅବଧି ବଢ଼ାଇଛନ୍ତି ସରକାର । ଏ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଘୋଷଣା କରିଛନ୍ତି ।

Post Views: 6
Share196Tweet123Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In