• About Us
  • Contact Us
Monday, August 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

by Voice of Victims
December 22, 2024
in ମୁଖ୍ୟ ଖବର, ରାଜ୍ୟ
ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ବର: ଆଜି ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳିର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ 60 ବର୍ଷ ବୟସ ହୋଇଥିଲା। ସେ ହୃଦଘାତରେ ମୃତ୍ୟୁବରଣ କରିଥିବାର ଜଣାପଡିଛି। ସେ ରହୁଥିବା ଏକ ଗେଷ୍ଟ ହାଉସରେ ଚେତାଶୂନ୍ୟ ହୋଇପଡିଥିବାର ଦେଖିବାକୁ ମିଳିଥିଲା। ଏହାପରେ ତାଙ୍କୁ କ୍ୟାପିଟାଲ ହସପିଟାଲ ଅଣାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ତାଙ୍କ ଶବ ବ୍ୟବଚ୍ଛେଦ ପରେ ମୃତ୍ୟର କାରଣ ଜଣାପଡିବ। ସେ ବିଜେଡିରୁ ଦୁଇଥର ବିଧାୟକ ହୋଇଥିଲେ। ସେ  ୨୦୦୯ ଓ ୨୦୧୪ରେ ସେ ଭୁବନେଶ୍ୱର ମଧ୍ୟ ଆସନରୁ ଜିତିଥିଲେ। ତା’ପରେ ଆଉ ଦଳ ତାଙ୍କୁ ଟିକେଟ ଦେଇ ନଥିଲା। ବିଜୟ ମହାନ୍ତି ଅବିବାହିତ ଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

Post Views: 50
Share198Tweet124Send
Voice of Victims

Voice of Victims

Recent Posts

  • ଅଶୋକଧାମ ପରେ ମହାକାଳ ମନ୍ଦିରରେ ଦଳାଚକଟା ସ୍ଥିତି, ଅନେକ ଶ୍ରଦ୍ଧାଳୁ ଆହତ
  • ରେଡ୍ ଆଲର୍ଟରେ କେନ୍ଦୁଝର, ସ୍କୁଲ-କଲେଜ ଓ ଅଙ୍ଗନୱାଡ଼ି ବନ୍ଦ
  • ହୀରାକୁଦର ୭ ଗେଟ୍ ଖୋଲା, ନିଷ୍କାସିତ ହେଉଛି ବନ୍ୟାଜଳ
  • ବାଲେଶ୍ଵରରେ ତୁହାକୁ ତୁହା ବର୍ଷା, ତଳିଆ ଅଞ୍ଚଳ ଜଳମଗ୍ନ
  • Weekly News Paper (August 17- August 23, 2025)

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In