• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅଧ୍ୟାପକ ସୂର୍ଯ୍ୟନାରାୟଣଙ୍କ ପରଲୋକ

by Voice of Victims
July 30, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଅଧ୍ୟାପକ ସୂର୍ଯ୍ୟନାରାୟଣଙ୍କ ପରଲୋକ

ଭୁବନେଶ୍ବର: ପୁରୀ ସୂରଜମଲ ଶାହା ମହାବିଦ୍ୟାଳୟର ଦର୍ଶନ ବିଭାଗର ମୁଖ୍ୟ ଅଧ୍ୟାପକ ସୂର୍ଯ୍ୟନାରାୟଣ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି । ଗତକାଲି ବିଳମ୍ବିତ ରାତିରେ ସତ୍ୟବାଦୀ ବ୍ଲକ୍ ଜୟପୁର ପଞ୍ଚାୟତ ମଠସାହିସ୍ଥିତ ବାସଭବନରେ ଅସୁସ୍ଥ ହୋଇ ପଡ଼ିଥିଲେ । ଚିକିତ୍ସା ନିମନ୍ତେ ତାଙ୍କୁ ପ୍ରଥମେ ସାକ୍ଷୀଗୋପାଳ ଡାକ୍ତରଖାନା ଓ ପରେ ଭୁବନେଶ୍ବର ସ୍ଥାନାନ୍ତର କରାଯାଉଥିବା ବେଳେ ତାଙ୍କର ପରଲୋକ ହୋଇଯାଇଥିଲା। ପୁରୀ ସ୍ଵର୍ଗଦ୍ଵାରଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ପୁତ୍ର ସମ୍ବିତ କୁମାର ପଟ୍ଟନାୟକ ମୁଖାଗ୍ନି ଦେଇଥିଲେ। ସ୍ଵର୍ଗତ ପଟ୍ଟନାୟକ ତିନି ଦଶନ୍ଧିରୁ ଅଧିକ ସମୟ ଶିକ୍ଷାଦାନରେ ନିୟୋଜିତ ଥିଲେ। ସେ ଜଣେ ସ୍ନେହୀ ଓ ଛାତ୍ରବତ୍ସଳ ଅଧ୍ୟାପକ ଥିଲେ।

Post Views: 44
Share203Tweet127Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In