• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କପିଲ ଶର୍ମାଙ୍କୁ ହତ୍ୟା ଧମକ

by Voice of Victims
January 23, 2025
in ଦେଶ ବିଦେଶ, ମୁଖ୍ୟ ଖବର
କପିଲ ଶର୍ମାଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ହାସ୍ୟାଭିନେତା କପିଲ ଶର୍ମାଙ୍କ ସମେତ ଅଭିନେତା ରାଜପାଲ ଯାଦବ ଏବଂ କୋରିଓଗ୍ରାଫର ରେମୋ ଡିସୌଜାଙ୍କୁ ହତ୍ୟା ଧମକ ମିଳିଛି। ପାକିସ୍ତାନରୁ ମେଲ୍‌  ଜରିଆରେ ଏହି ଧମକ ଦିଆଯାଇଛି। ଏହା ସହିତ ଏହି ସେଲିବ୍ରିଟିମାନଙ୍କ ପରିବାର, ବନ୍ଧୁ ଏବଂ ପଡ଼ୋଶୀମାନଙ୍କୁ ମଧ୍ୟ ଟାର୍ଗେଟ କରାଯାଇଛି। ଏ ସମ୍ପର୍କରେ ଅଭିନେତା ରାଜପାଲ ଯାଦବ ଥାନାରେ ଅଭିଯୋଗ କରିବା ପରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଧମକପୂର୍ଣ୍ଣ ମେଲରେ ବିଷ୍ଣ ନାମରେ ଦସ୍ତଖତ ରହିଛି। ପ୍ରାଥମିକ ତଦନ୍ତରୁ ମେଲଗୁଡ଼ିକ ପାକିସ୍ତାନରୁ ଆସିଥିବା ଜଣାପଡ଼ିଛି ବୋଲି ପୁଲିସ କହିଛି। ସେହିପରି ଅଭିନେତ୍ରୀ ସୁଗନ୍ଧା ମିଶ୍ର ମଧ୍ୟ ଓସିୱାରା ଥାନାରେ ଅନୁରୂପ ଅଭିଯୋଗ ଆଣିଛନ୍ତି। ତାଙ୍କୁ ବି ହତ୍ୟା ଧମକ ମିଳିଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି।

Post Views: 72
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In