• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଶାହାରୁଖ ଖାନଙ୍କୁ ହତ୍ୟା ଧମକ: ମାମଲା ରୁଜୁ

by Voice of Victims
November 7, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଶାହାରୁଖ ଖାନଙ୍କୁ ହତ୍ୟା ଧମକ: ମାମଲା ରୁଜୁ

ନୂଆଦିଲ୍ଲୀ: ବଲିଉଡର ସୁପରଷ୍ଟାର ଶାହାରୁଖ ଖାନଙ୍କୁ ହତ୍ୟା ଧମକ । ସଲମାନ ଖାନଙ୍କ ପରେ ବର୍ତ୍ତମାନ ବଲିଉଡର କିଙ୍ଗ ଖାନ ଅର୍ଥାତ୍ ଶାହାରୁଖ ଖାନଙ୍କୁ ହତ୍ୟା ଧମକ ମିଳିଛି । କେହି ଜଣେ ଏକ ଅଜଣା ନମ୍ବରରୁ ଫୋନ କରି ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି ।  ଯାହାକୁ ନେଇ ବର୍ତ୍ତମାନ ବାନ୍ଦ୍ରା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଆଇପିସି ଧାରା ୫୦୬ (୪) ଏବଂ ୩୫୧ (୩) (୪) ଅନୁଯାୟୀ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି ।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In