• About Us
  • Contact Us
Monday, May 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଜେଡି ଛାଡ଼ିଲେ ଦେବାଶିଷ ସାମନ୍ତରାୟ, ଦଳ ଭିତରେ ଉପେକ୍ଷା କରାଯାଉଥିଲା ଅଭିଯୋଗ

by Voice of Victims
May 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବିଜେଡି ସାଂସଦଙ୍କ ବିସ୍ପୋରକ ସୂଚନା: କହିଲେ ଖୁବ ଶିଘ୍ର ନବୀନ ହେବେ ମୁଖ୍ୟମନ୍ତ୍ରୀ, କଂଗ୍ରେସ ସହ ଗଢିବୁ ସରକାର

କଟକ : ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ । ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି । ​ଚିଠିରେ ଦେବାଶିଷ ସାମନ୍ତରାୟ ନିଜର ଅସନ୍ତୋଷ ବ୍ୟକ୍ତ କରି ଅଭିଯୋଗ କରିଛନ୍ତି ଯେ, ଦଳ ଭିତରେ ତାଙ୍କୁ ସୁଚିନ୍ତିତ ଭାବେ ଉପେକ୍ଷା କରାଯାଉଥିଲା । ଦଳର କାର୍ଯ୍ୟକଳାପରୁ ତାଙ୍କୁ ଲାଗିଲା ଯେ, ଦଳକୁ ଆଉ ତାଙ୍କର ସେବା ଆବଶ୍ୟକ ନାହିଁ । ଇସ୍ତଫା ଦେବା ସତ୍ତ୍ୱେ, ତାଙ୍କୁ ରାଜ୍ୟସଭାକୁ ପଠାଇଥିବାରୁ ଏବଂ କଟକ ଜିଲ୍ଲାର ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ନବୀନ ପଟ୍ଟନାୟକଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି । ୨୦୦୯ ଓ ୨୦୧୪ରେ ବାରବାଟୀ-କଟକର ବିଧାୟକ ଥିଲେ ଦେବାଶିଷ । ୨୦୨୪ରେ ବିଜେଡି ଦେବାଶିଷଙ୍କୁ ରାଜ୍ୟସଭା ପଠାଇଥିଲା ।

ପୂର୍ବରୁ ମଧ୍ୟ ଦୁଇ ରାଜ୍ୟସଭା ସାଂସଦ ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ । ଏଥିସହ ପୁଣି ଥରେ ରାଜ୍ୟସଭା ଯାଇଥିଲେ । ବିଜେଡି ସାଂସଦ ମମତା ମହନ୍ତ ଓ ସୁଜିତ କୁମାର ବିଜେପିରେ ଯୋଗ ଦେଇଥିଲେ । ବିଜେଡିର ଦୁଇଜଣ ପ୍ରମୁଖ ରାଜ୍ୟସଭା ସାଂସଦ ମମତା ମହନ୍ତ ଓ ସୁଜିତ କୁମାର ନିଜ କାର୍ଯ୍ୟକାଳ ସରିବା ପୂର୍ବରୁ ଦଳ ଓ ସାଂସଦ ପଦରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ । ଏହି ଘଟଣା ଓଡ଼ିଶା ରାଜନୀତିରେ ବହୁତ ଚର୍ଚ୍ଚିତ ହୋଇଥିଲା ।

Post Views: 20
Share198Tweet124Send
Voice of Victims

Voice of Victims

Recent Posts

  • ଗୁଲମାର୍ଗ ରୋପୱେରେ ଯାନ୍ତ୍ରିକ ତ୍ରୁଟି, ଫସିଛନ୍ତି ୩୦୦ରୁ ଅଧିକ ପର୍ଯ୍ୟଟକ, ଉଦ୍ଧାର କରୁଛି ସେନା
  • ସସପେନ୍ସ ବଢ଼ାଇଲା ମୋହନଙ୍କ ଦିଲ୍ଲୀ ଗସ୍ତ, ଓଡ଼ିଶା ମନ୍ତ୍ରୀମଣ୍ଡଳ ଅଦଳବଦଳ ଚର୍ଚ୍ଚା ଜୋରଦାର
  • ୨୯ ଯାଏଁ ତାତିରୁ ନିସ୍ତାର ନାହିଁ, ଆଉ ୫ ଦିନ ତତଲା ତାୱାରେ ଭାଜି ହେବ ଓଡ଼ିଶା
  • ବିଜେଡି ଛାଡ଼ିଲେ ଦେବାଶିଷ ସାମନ୍ତରାୟ, ଦଳ ଭିତରେ ଉପେକ୍ଷା କରାଯାଉଥିଲା ଅଭିଯୋଗ
  • ହ୍ୱାଇଟ୍ ହାଉସ୍ ନିକଟରେ ଗୁଳିକାଣ୍ଡ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି ଟ୍ରମ୍ପ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In