• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବିଷ ବଳୟରେ ରାଜଧାନୀ ଦିଲ୍ଲୀ

by Voice of Victims
October 19, 2024
in ଦେଶ ବିଦେଶ, ମୁଖ୍ୟ ଖବର
ବିଷ ବଳୟରେ ରାଜଧାନୀ ଦିଲ୍ଲୀ

ନୂଆଦିଲ୍ଲୀ: ବିଷ ବଳୟରେ ରାଜଧାନୀ ଦିଲ୍ଲୀ। ଦୀପାବଳି ପୂର୍ବରୁ ଡରାଇଲାଣି ପ୍ରଦୂଷଣ। ବିଷାକ୍ତ ହୋଇଗଲାଣି ବାୟୁ। ଚାରିଆଡେ ଢ଼ାଙ୍କି ହୋଇଗଲାଣି ଧୂଆଁର ମୋଟା ଚାଦର। ଆଖି ଜଳିବା ସହ ହେଲାଣି ଗଳାରେ ଯନ୍ତ୍ରଣା। ଶନିବାର ସକାଳୁ ସକାଳୁ ଦିଲ୍ଲୀ ଓ ଏନ୍‌ସିଆର୍‌ର ସହରଗୁଡିକର ଏଭଳି ସମାନ ଅବସ୍ଥା ଦେଖିବାକୁ ମିଳିଛି। ଶନିବାର ସକାଳେ ଦିଲ୍ଲୀରେ ବାୟୁର ଗୁଣବତ୍ତା ନିମ୍ନସ୍ତରକୁ ଖସିଆସିଛି। ବିଭିନ୍ନ ଅଞ୍ଚଳରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ୩୦୦ ପାର୍‌ ହୋଇଯାଇଛି। ଜାତୀୟ ରାଜଧାନୀ ଦିଲ୍ଲୀର ଇଛଓ ଶନିବାର ୨୭୪ରେ ପହଞ୍ଚିଛି। ସେହିପରି ୧୩ଟି ହଟ୍‌ସ୍ପଟ୍‌ ସ୍ଥାନ ଚିହ୍ନଟ କରାଯାଇଛି, ଯେଉଁଠି ବାୟୁର ଗୁଣବତ୍ତା ଅତି ନିମ୍ନସ୍ତରକୁ ଚାଲିଯାଇଥିବା ରେକର୍ଡ ହୋଇଛି। ଆଗକୁ ପରିସ୍ଥିତି ଆହୁରି ଖରାପ ହେବାର ସମ୍ଭାବନା ରହିଛି ବୋଲି ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। ରବିବାର ସୁଦ୍ଧା ସହହର ଏୟାର କ୍ୱାଲିଟି ଇଣ୍ଡେକ୍ସ ତଥା ଇଛଓ ଅତ୍ୟନ୍ତ ନିମ୍ନସ୍ତରକୁ ପହଞ୍ଚିବା ସମ୍ଭାବନା ରହିଛି।

Post Views: 235
Share219Tweet137Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In