• About Us
  • Contact Us
Saturday, August 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦିଲ୍ଲୀ ଷ୍ଟେସନରେ ଦଳାଚକଟା:୧୮ ମୃତ

by Voice of Victims
February 16, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଦିଲ୍ଲୀ ଷ୍ଟେସନରେ ଦଳାଚକଟା:୧୮ ମୃତ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟାରେ ୧୮ ମୃତ, ୧୦ରୁ ଉର୍ଦ୍ଧ୍ବ ଆହତ । ମହାକୁମ୍ଭ ଯିବା ନିମନ୍ତେ ଲୋକଙ୍କ ବିଶାଳ ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ଓ ରେଳବାଇ କର୍ତ୍ତୃପକ୍ଷଙ୍କ ବିଫଳତା ନୂଆଦିଲ୍ଲୀ ରେଳ ଷ୍ଟେସନକୁ ଶ୍ମଶାନରେ ପରିଣତ କରିଛି। ଦଳାଚକଟାରେ ଅନ୍ୟୂନ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ୧୦ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ପ୍ରାରମ୍ଭିକ ସୂଚନା ମିଳିଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ଗତକାଲି ରାତିରେ କୁମ୍ଭ ମେଳା ଯିବା ପାଇଁ ଯାତ୍ରୀଙ୍କ ଭିଡ଼ ଯୋଗୁଁ ଦଳାଚକଟା ହୋଇଥିବା କୁହାଯାଉଛି। ମୃତାହତମାନଙ୍କୁ ଲୋକନାୟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦିଲ୍ଲୀ ଏଲ୍‌ଜି ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ରେଳ ଷ୍ଟେସନରେ ପହଞ୍ଚିଥିଲେ। ଦଳଚକଟା ନେଇ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଏହାସହ ରେଳଷ୍ଟେସନରେ ଜମାହୋଇଥିବା ଲୋକଙ୍କ ପାଇଁ ୪ଟି ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି । ଆହୁରି ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥିତି ନିୟନ୍ତ୍ରଣକୁ ଆସିଥିବା ରେଳ ମନ୍ତ୍ରୀ ସୂଚନା ଦେଇଛନ୍ତି ।

Post Views: 77
Share198Tweet124Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In