• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କଲେ ଘୋଷଣା: ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି

by Voice of Victims
February 26, 2025
in ମୁଖ୍ୟ ଖବର, ରାଜ୍ୟ
ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କଲେ ଘୋଷଣା: ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି

ଭୁବନେଶ୍ବର: ଆରଡ଼ି ପୀଠକୁ ୧୦ କୋଟି ଟଙ୍କାର ଅନୁଦାନ । ଏ ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ଉନ୍ନୟନ ପାଣ୍ଠିରୁ ୧୦ କୋଟି ଟଙ୍କା ମନ୍ଦିରକୁ ପ୍ରଦାନ କରିଛନ୍ତି । ପବିତ୍ର ଜାଗର ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବାବା ଆଖଣ୍ଡଳମଣିଙ୍କ ପୀଠରେ ପହଞ୍ଚିଥିଲେ। ମନ୍ଦିର ପରିସରରେ ଥିବା ଗଣେଶ ମଣ୍ଡପରେ ସଂକଳ୍ପ, ଶ୍ରାବଣୀ ମହାଦେବଙ୍କ ନିକଟରେ ପୂଜାର୍ଚ୍ଚନା ସହ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଥିଲେ । ଏହାପରେ ମନ୍ଦିର ପରିକ୍ରମା କରି ମନ୍ଦିରକୁ ଅନୁଦାନ ରାଶି ପ୍ରଦାନ କରିଛନ୍ତି ।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In