• About Us
  • Contact Us
Wednesday, April 22, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

by Voice of Victims
October 31, 2024
in ମୁଖ୍ୟ ଖବର, ରାଜ୍ୟ
ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଲଣ୍ଡନ ଗସ୍ତରେ ଯିବେ। ଏଠାରେ ସେ ଓଡିଶା ପର୍ଯ୍ୟଟନ: ପ୍ରବାସୀ ଏବଂ ଇଣ୍ଡଷ୍ଟ୍ରି ଲିଡରଙ୍କ ସହ ସମ୍ପର୍କକୁ ମଜବୁତ କରିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଦେଶ ମାଟିରେ ପରିଡା ଓଡିଶା ପର୍ଯ୍ୟଟନ ବିକାଶର ଅପାର ସମ୍ଭାବନା ଉପରେ ଆଲୋକପାତ କରିବେ। ଏହି ଗସ୍ତ ଓଡିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ସହ ରାଜ୍ୟ ପର୍ଯ୍ୟଟନ ଶିଳ୍ପରେ ଅଧିକ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଦୃଢ଼ ଆଶା କରାଯାଉଛି।

Post Views: 77
Share201Tweet126Send
Voice of Victims

Voice of Victims

Recent Posts

  • ସେମାନଙ୍କ ସହ ସାକ୍ଷାତ କରିବାରେ କୌଣସି ଅସୁବିଧା ନାହିଁ, ଇରାନ ନେତାଙ୍କ ସହ ଫେସ୍ ଟୁ ଫେସ୍ ମିଟିଂ ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ
  • ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ, ୨୪ ଏବଂ ୨୫ରେ ସମସ୍ତ ସାଂଗଠନିକ ଜିଲ୍ଲାରେ ହେବ ମହିଳା ଜନ ଆକ୍ରୋଶ ସମ୍ମିଳନୀ
  • ୩୩% ନାରୀ ଶକ୍ତିଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ
  • ଭୋଟର ତାଲିକାରୁ ୯.୮ ଲକ୍ଷ ନାମ ବାଦ୍: ସିଇସିଙ୍କୁ ସସ୍ମିତ ପାତ୍ରଙ୍କ ଚିଠି, ପୁନର୍ବିଚାର ଦାବି
  • ବଦଳିଲେ ଖଣ୍ଡପଡା SDPO, ବିବାହିତ ମହିଳାଙ୍କୁ ପ୍ରେମ ନିବେଦନ ମାମଲାରେ କାର୍ଯ୍ୟାନୁଷ୍ଠାନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In