• About Us
  • Contact Us
Saturday, February 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର, ଘରୁ ଦେଢ କୋଟି ଟଙ୍କା ସହ ସୁନା ବିସ୍କୁଟ ଜବତ

by Voice of Victims
July 25, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର, ଘରୁ ଦେଢ କୋଟି ଟଙ୍କା ସହ ସୁନା ବିସ୍କୁଟ ଜବତ

ଜୟପୁର: ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ । ରେଞ୍ଜରଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା । ଦେଢ କୋଟି ଟଙ୍କା ସହ ସୁନା ବିସ୍କୁଟ ଜବତ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଓ କାର୍ଯ୍ୟାଳୟରେ ରେଡ୍ କରାଯାଉଛି । ରେଞ୍ଜରଙ୍କୁ ଘରୁ ମିଳିଲା ଦେଢ କୋଟି ଟଙ୍କା ସହ ସୁନା ବିସ୍କୁଟ ଓ ଅଧ କେଜି ସୁନା କଏନ। ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି।

ଜୟପୁର ପିଆର ପେଟାରେ ଥିବା ପୈତୃକ ଘର, ଗୋଲଡେନ ହାଇଟ ଆପାର୍ଟମେଂଟରେ ଥିବା ଦୁଇଟି ଫ୍ଲାଟରେ ଚାଲିଛି ଚଢାଉ । ସେହିପରି ବନେଶ୍ୱର ରଘୁନାଥପୁରରେ ଥିବା ଭାଇଙ୍କ ଫ୍ଲାଟରେ ମଧ୍ୟ ଚାଲିଛି ରେଡ୍। ଜୟପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚଢ଼ାଉ ଚାଲିଛି । ସାମିଲ ଅଛନ୍ତି ୬ ଡ଼ିଏସପି, ୫ ଇନିସ୍ପେକ୍ଟରଙ୍କ ସମେତ ୯ଜଣ ଏଏସଆଇ ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ।

Post Views: 110
Share198Tweet124Send
Voice of Victims

Voice of Victims

Recent Posts

  • ପୁଲୱାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି 
  • ଆସାମ ହାଇୱେରେ ଅବତରଣ କଲା ବାୟୁସେନା ବିମାନ : ମୋଦି ଦେଖିଲେ ଏରିଅଲ ଶୋ, ରାଜପଥରୁ ଉଡ଼ିଲା ରାଫେଲ ଏବଂ ସୁଖୋଇ
  • ମୁମ୍ୱାଇରେ ଭୁଶୁଡ଼ିଲା ମେଟ୍ରୋ ପିଲର୍, ଚାପି ହୋଇ ରହିଛି ଅନେକ ଗାଡ଼ି; ୪ ଆହତ
  • ଚଳଚଞ୍ଚଳ ଲିଙ୍ଗରାଜ ମନ୍ଦିର, ରାତି ୧୦ଟାରେ ଉଠିବ ଲିଙ୍ଗରାଜ ପ୍ରଭୁଙ୍କ ମହାଦୀପ
  • କେନ୍ଦୁଝରରେ ହେବ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In