• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆପଡ଼ା ଉପନିର୍ବାଚନ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

by Voice of Victims
October 24, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ନୂଆପଡ଼ା ଉପନିର୍ବାଚନ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା। ପୋଲିସ ମୁଖ୍ୟାଳୟ ଠାରେ ଉପନିର୍ବାଚନ ନେଇ ପୋଲିସ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଅବାଧ, ସ୍ୱଚ୍ଛ, ମୁକ୍ତ ଓ ନିରପେକ୍ଷ ଉପ-ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ ଡିଜିପି। ନିର୍ବାଚନ ଆଚରଣ ବିଧିର କଡାକଡି ଅନୁପାଳନ ଉପରେ ମଧ୍ୟ ଗୁରୁତ୍ବ ପ୍ରଦାନ କରିଥିଲେ। ଭିଆଇପି ଓ ଭିଭିଆଇପିଙ୍କ ଗସ୍ତ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ପାଇଁ ଭାରତୀୟ ନିର୍ବାଚନ କମିସନ ନିର୍ଦ୍ଦେଶାବଳୀକୁ ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସନ୍ଦିଗ୍ଧ ବ୍ୟକ୍ତିବିଶେଷଙ୍କୁ ଗିରଫ କରିବା, ବେଆଇନ ଟଙ୍କା କାରବାରକୁ ରୋକିବା, ବେଆଇନ ଅସ୍ତ୍ରଶସ୍ତ୍ର ଓ ବେଆଇନ ମଦ ଜବତ କରିବା ଏବଂ ପଡ଼ି ରହିଥିବା ୱାରେଣ୍ଟିକୁ ସତର୍କ କରାଇବା ସହ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପକୁ ଜୋରଦାର କରିବା ଉପରେ ଗୁରୁତ୍ୱ ଦେଇଥିଲେ।

ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ୧୪ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ବଳ, ୫ ପ୍ଲାଟୁନ୍ OSAP, ୩୫ ଟି ମୋବାଇଲ୍ ପାଟ୍ରୋଲିଂ ପାର୍ଟି, ୧୮ଟି ଫ୍ଲାଇଙ୍ଗ୍ ସ୍କ୍ୱାଡ୍, ୧୮ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ୍ ସହ ଜିଲ୍ଲା ପୋଲିସ୍ ଅଧିକାରୀଙ୍କୁ ନିୟୋଜିତ କରାଯିବ ।

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In