• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏକଛତ୍ରବାଦ ଶାସନ ଚାଲିଛି, ଲୋକେ ଜବାବ ଦେବେ: ନରସିଂହ ମିଶ୍ର

by Voice of Victims
March 26, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଏକଛତ୍ରବାଦ ଶାସନ ଚାଲିଛି, ଲୋକେ ଜବାବ ଦେବେ: ନରସିଂହ ମିଶ୍ର

ଭୁବନେଶ୍ବର: ଆଜି କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରାଯାଇଚି। ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କହିଛନ୍ତି, ଆଇନ ଅନୁସାରେ ବିଧାନସଭା ଭିତରକୁ ଯାଇ ନ ପାରେ, କିନ୍ତୁ ବିଧାନସଭା ଭିତରକୁ ଜଣେ ପୂର୍ବତନ ବିଧାୟକ ଯାଇପାରିବ। ପୁଲିସ ବାଚସ୍ପତିଙ୍କ ବିନା ଅନୁମତିରେ ବିଧାନସଭା ଭିତରକୁ ଯାଇ ପାରିବେ ନାହିଁ ବୋଲି କହି ଆମକୁ ଭିତରକୁ ଛାଡ଼ିଲା ନାହିଁ।ବାଚସ୍ପତିଙ୍କ ସହ ଫୋନ ଯୋଗେ କଥା ହେବା ପାଇଁ ଚେଷ୍ଟା କରିଥିଲି, ହେଲେ ସେ ଫୋନ ଉଠାଇଲେ ନାହିଁ। ଗୃହ ଭିତରେ ଆମ ବିଧାୟକଙ୍କୁ ଆକ୍ରମଣର ଖବର ଆସିଥିଲା। ଏକଛତ୍ରବାଦ ଶାସନ ଚାଲିଛି। ଗଣତନ୍ତ୍ରର ହତ୍ୟା କରାଯାଇଛି। କଂଗ୍ରେସ ଦଳ ଏହାକୁ ନିନ୍ଦା କରୁଛି। ମହିଳା ନିର୍ଯାତନାକୁ ନେଇ ନା ଗୃହ କମିଟି ଗଠନ କରାଯାଉଛି ନା ଆଲୋଚନା ହେଉଛି। ନିଆଁରେ ଘିଅ ପକେଇଲା ଭଳି ସରକାର ପଦକ୍ଷେପ ନେଇଛନ୍ତି। ଲୋକେ ଆହୁରି ଉତ୍ତେଜିତ ହେବେ। ସାଧାରଣ ଲୋକ ଏହାର ଜବାବ ଦେବେ।

ପୁଲିସ ବାଚସ୍ପତିଙ୍କ ବିନା ଅନୁମତିରେ ବିଧାନସଭା ଭିତରକୁ ଯାଇ ପାରିବେ ନାହିଁ ବୋଲି କହି ଆମକୁ ଭିତରକୁ ଛାଡ଼ିଲା ନାହିଁ।ବାଚସ୍ପତିଙ୍କ ସହ ଫୋନ ଯୋଗେ କଥା ହେବା ପାଇଁ ଚେଷ୍ଟା କରିଥିଲି, ହେଲେ ସେ ଫୋନ ଉଠାଇଲେ ନାହିଁ। ଗୃହ ଭିତରେ ଆମ ବିଧାୟକଙ୍କୁ ଆକ୍ରମଣର ଖବର ଆସିଥିଲା। ଏକଛତ୍ରବାଦ ଶାସନ ଚାଲିଛି। ଗଣତନ୍ତ୍ରର ହତ୍ୟା କରାଯାଇଛି। କଂଗ୍ରେସ ଦଳ ଏହାକୁ ନିନ୍ଦା କରୁଛି। ମହିଳା ନିର୍ଯାତନାକୁ ନେଇ ନା ଗୃହ କମିଟି ଗଠନ କରାଯାଉଛି ନା ଆଲୋଚନା ହେଉଛି। ନିଆଁରେ ଘିଅ ପକେଇଲା ଭଳି ସରକାର ପଦକ୍ଷେପ ନେଇଛନ୍ତି। ଲୋକେ ଆହୁରି ଉତ୍ତେଜିତ ହେବେ। ସାଧାରଣ ଲୋକ ଏହାର ଜବାବ ଦେବେ।

ଏଣେ ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା କହିଛନ୍ତି, ମୁଖ୍ୟମନ୍ତ୍ରୀ ନାରୀ ନିର୍ଯାତନା ପ୍ରସଙ୍ଗରେ ବିବୃତି ଦେଲେ ନାହିଁ। ନଭେମ୍ବର ଠାରୁ ରାଜ୍ୟରେ ମହିଳା କମିଶନ ଗଠନ ହୋଇ ନାହିଁ। ଆମର ୧୪ଜଣ ବିଧାୟକଙ୍କୁ ନିଲମ୍ବନ କରାଗଲା। ପୂର୍ବତନ ବରିଷ୍ଠ ବିଧାୟକଙ୍କୁ ବିଧାନସଭା ଭିତରକୁ ଯିବା ଲାଗି ଅନୁମତି ଦିଆଗଲାନାହଁ।

Post Views: 110
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In