• About Us
  • Contact Us
Friday, September 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରୋଟାରୀ କ୍ଲବ କଟକ କ୍ୟାଣ୍ଟନମେଣ୍ଟ ତରଫରୁ ଡାକ୍ତର ଏବଂ ଚାଟାର୍ଡ଼ ଆକାଉଣ୍ଟାଣ୍ଟ ସମ୍ମାନିତ

by Voice of Victims
July 4, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରୋଟାରୀ କ୍ଲବ କଟକ କ୍ୟାଣ୍ଟନମେଣ୍ଟ ତରଫରୁ ଡାକ୍ତର ଏବଂ ଚାଟାର୍ଡ଼ ଆକାଉଣ୍ଟାଣ୍ଟ ସମ୍ମାନିତ

କଟକ: ଜାତୀୟ ଡାକ୍ତର ଦିବସ ଅବସରରେ ରୋଟାରୀ କ୍ଲବ କଟକ କ୍ୟାଣ୍ଟନମେଣ୍ଟ ତରଫରୁ ୯ଜଣ ପ୍ରତିଷ୍ଠିତ ଡାକ୍ତରଙ୍କୁ ସମ୍ମାନିତ କରାଯାଇଛି।ଏଥିସହିତ ୨ଜଣ ବିଶିଷ୍ଟ ଚାଟାର୍ଡ ଆକାଉଣ୍ଟାଣ୍ଟଙ୍କୁ ମଧ୍ୟ ସମ୍ବର୍ଦ୍ଧନା ଜଣାଯାଇଥିଲା। କ୍ଲବ୍’ର ସଭାପତି ଜ୍ୟୋତି ରଞ୍ଜନ ଲେଙ୍କା, ସମ୍ପାଦକ ସାଦ ହାସମୀଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କ୍ଲବର ପ୍ରମୁଖ ସଦସ୍ୟ ଅନଙ୍ଗ ନାୟକ, ବିଶ୍ୱଜିତ ସେନାପତି, ତାପସ ଦାସ, ସାଜିଆ ହାସମୀ, ଜିତେନ୍ଦ୍ର ପରିଡା, ତବସୁମ ଅଖତାର, ଶ୍ରୀକାନ୍ତ ପଣ୍ଡା, ନମିତା ମିଶ୍ର ପ୍ରମୁଖ ସଭ୍ୟ ମାନେମାନେ ଉପସ୍ଥିତ ଥିଲ। ଦ୍ଵିତୀୟ ଭଗବାନ ବୋଲି କହୁଥିବା ଡାକ୍ତରମାନଙ୍କୁ ସମ୍ବର୍ଦ୍ଧନା କରିବା ଉଚିତ ବୋଲି ସଭିଏଁ କହିଥିଲେ।

Post Views: 174
Share202Tweet126Send
Voice of Victims

Voice of Victims

Recent Posts

  • ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୧୦ ହଜାରରୁ ୬ ହଜାର ହେଲା PUCC ଜରିମାନା
  • ରାଷ୍ଟ୍ରପତି ଭବନରେ ଗଞ୍ଜାମ ଜିଲ୍ଲାର ୯୦ରୁ ଊର୍ଦ୍ଧ୍ୱ ଲୋକକଳାକାର
  • ଆତଙ୍କବାଦୀଙ୍କ ଦ୍ୱାରା ହତ୍ୟା କରାଯିବା ନେଇ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନଙ୍କୁ ଧମକ
  • ମମତା ବାନାର୍ଜୀଙ୍କ ଝିଆରୀଙ୍କ ସନ୍ଦେହଜନକ ମୃତ୍ୟୁ, ଚାକିରି ହରାଇ ଡିପ୍ରେସନରେ ଥିଲେ
  • ନେପାଳ ଦୁର୍ଦ୍ଦଶାର କରୁଣ ଚିତ୍ର, ଗୋଟିଏ ରୁମରୁ ମିଳିଲା ୨୩ ମୃତଦେହ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In