• About Us
  • Contact Us
Sunday, November 22, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

by Voice of Victims
November 22, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ
ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ବାଲେଶ୍ଵର ( ଭିଓଭି ): ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସଭାଗୃହ ରେ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସାଂସଦ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ମୂଖ୍ୟ ଅତିଥି ଏବଂ ମୂଖ୍ୟ ବକ୍ତାଭାବେ କବି ପ୍ରଶାନ୍ତ ଦାସ ଯୋଗ ଦେଇ ଓଡ଼ିଶା ଗଠନରେ ମହାତାବଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ କହିଥିଲେ ।

ଡଃ ମହତାବ ଏକାଧାରରେ ଜଣେ ସମାଜସେବୀ , ମୂଖ୍ୟମନ୍ତ୍ରୀ , ସମାଜ ସଂସ୍କାରକ ଥିଲେ । ଜିଲ୍ଲାପରିଷଦ ସଭାପତି ନାରାୟଣ ଚନ୍ଦ୍ର ପ୍ରଧାନ , ସଦର ବିଧାୟକ ମାନସ କୁମାର ଦତ୍ତ , ପ୍ରମୁଖ ବରେଣ୍ୟ ଅତିଥି ଭାବେ ଯୋଗଦେଇ ଡଃ ମହତାବଙ୍କ ଜୀବନି ସମ୍ପର୍କରେ ଆଲୋକପାତ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ । ସୂଚନା ଏବଂ ଲୋକସମ୍ପର୍କ ଅଧିକାରୀ ପ୍ରବୋଧ କୁମାର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ
  • ଭେଙ୍କଟେଶ୍ୱର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ପରିସରରେ “ଦି ପାୟନର ଅଫ୍ ଡିସ୍ କଭରୀ” ଉଦଘାଟିତ
  • ଝାଡ଼ଖଣ୍ଡରେ ଭୟଙ୍କର ସଡ଼କ ଦୁର୍ଘଟଣା, ୪ ମୃତ ଓ ଜଣେ ଆହତ
  • ଭାରତକୁ କାହିଁକି ପ୍ରଶଂସା କଲେ ଭ୍ଲାଦିମିର ପୁଟିନ?
  • ରାଜଧାନୀର ଏକ ରେଷ୍ଟୁରାଣ୍ଟରେ ଅଭିନେତ୍ରୀଙ୍କୁ ନିର୍ଯାତନା ଅଭିଯୋଗ, ଥାନାରେ ଦେଲେ ଏତଲା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In