• About Us
  • Contact Us
Friday, October 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡ଼ିଶାରୁ ବିଦାୟ ନେଲେ ଡ. ହରି ବାବୁ କମ୍ଭମପାଟି: ଲୋକ ଭବନରେ ‘ଗାର୍ଡ ଅଫ୍ ଅନର୍’ ଓ ବିମାନବନ୍ଦରରେ ଦିଆଗଲା ସମ୍ବର୍ଦ୍ଧନା

by Voice of Victims
October 16, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଓଡ଼ିଶାରୁ ବିଦାୟ ନେଲେ ଡ. ହରି ବାବୁ କମ୍ଭମପାଟି: ଲୋକ ଭବନରେ ‘ଗାର୍ଡ ଅଫ୍ ଅନର୍’ ଓ ବିମାନବନ୍ଦରରେ ଦିଆଗଲା ସମ୍ବର୍ଦ୍ଧନା

ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଆଜି ରାଜ୍ୟରୁ ବିଦାୟ ନେଇଛନ୍ତି। ନିଜର ପ୍ରାୟ ୧ ବର୍ଷ ୯ ମାସର କାର୍ଯ୍ୟକାଳ ଶେଷ କରିବା ପରେ ସେ ସପରିବାର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରୁ ପ୍ରସ୍ଥାନ କରିଛନ୍ତି। ଏହା ପୂର୍ବରୁ ଭୁବନେଶ୍ୱରସ୍ଥିତ ଲୋକ ଭବନ ପରିସରରେ ତାଙ୍କୁ ସମ୍ମାନଜନକ ‘ଗାର୍ଡ ଅଫ୍ ଅନର୍’ ପ୍ରଦାନ କରାଯାଇଛି।

କାର୍ଯ୍ୟକାଳ ଶେଷ ହେବା ପରେ ବିଦାୟୀ ରାଜ୍ୟପାଳଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଦାୟ ସମ୍ବର୍ଦ୍ଧନା ସମାରୋହ ଆୟୋଜନ କରାଯାଇଥିଲା। ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଦାୟୀ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ଭାବପୂର୍ଣ୍ଣ ସମ୍ବର୍ଦ୍ଧନା ଜଣାଇବା ସହ ବିଦାୟ ଦେଇଛନ୍ତି। ଏହି ଅବସରରେ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଅନୁ ଗାର୍ଗ, ରାଜ୍ୟପାଳଙ୍କ ସଚିବ ରୂପା ରୋଶନ ସାହୁଙ୍କ ସମେତ ଅନେକ ବରିଷ୍ଠ ପ୍ରଶାସନିକ ଓ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

ଅନ୍ୟପଟେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ୧୮ ତାରିଖରେ ରାଜ୍ୟପାଳ ଭାବେ ଶପଥ ନେବେ। ସେହି ଦିନ ପୂର୍ବାହ୍ନ ୧୧ଟାରେ ଲୋକ ଭବନର ନୂଆ ଅଭିଷେକ ହଲ୍‌ରେ ହାଇକୋର୍ଟରେ ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇବେ।

Post Views: 11
Share196Tweet123Send
Voice of Victims

Voice of Victims

Recent Posts

  • ଦେଶରେ ଅରାଜକତା ସୃଷ୍ଟି କରି କ୍ଷମତା ଦଖଲ ପାଇଁ ଷଡ଼ଯନ୍ତ୍ର ଚାଲିଛି: ରାଜନାଥ ସିଂହ
  • ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ପୋଲିସର ନୋଟିସ୍, ତିରଙ୍ଗା ଯାତ୍ରା କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ
  • ଅଧରାତିରେ ପ୍ରକାଶ ପାଇଲା ରମାଦେବୀ ବିଶ୍ବବିଦ୍ୟାଳୟ ଛାତ୍ର ସଂସଦ ଫଳାଫଳ; ବିସିଜେଡିର ବିପୁଳ ବିଜୟ
  • ବିଳମ୍ବିିତ ରାତିରେ ପ୍ରକାଶ ପାଇଲା ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନ: ABVP ର ବାଜିମାତ୍
  • କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ: ନିର୍ବାଚନ ବିଜ୍ଞପ୍ତିକୁ ତୁରନ୍ତ ରଦ୍ଦ କରିବାକୁ ଓଡ଼ିଶା ସରକାରଙ୍କୁ କଂଗ୍ରେସର ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In