• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୩ଦିନ ପ୍ରବଳ ବର୍ଷିବ, ୨୮ରୁ ବଢିବ ବର୍ଷାର ପରିମାଣ

by Voice of Victims
October 26, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୩ଦିନ ପ୍ରବଳ ବର୍ଷା ହେବ । ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୨୭ରୁ ୨୯ ଯାଏ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୮ରୁ ବଢିବ ବର୍ଷାର ପରିମାଣ ।

୨୮ ତାରିଖରେ ଅତିପ୍ରବଳ ବର୍ଷା ପାଇଁ ଦକ୍ଷିଣ ଓଡ଼ିଶାର ପାଞ୍ଚ ଜିଲ୍ଲା ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୯ ତାରିଖରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ଅତିଭୀଷଣ ବର୍ଷା ପାଇଁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୬ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ ।

Post Views: 28
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In