• About Us
  • Contact Us
Tuesday, September 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅନୁଗୋଳ ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ

by Voice of Victims
September 29, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଭୂକମ୍ପ ଝଟକାରେ ପୁଣି ଥରିଲା ଭାରତର ଦୁଇଟି ସ୍ଥାନ, ଜାଣନ୍ତୁ କ’ଣ ରହିଛି ତୀବ୍ରତା?

ଅନୁଗୋଳ: ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଭୂମିକମ୍ପ ଝଟକା । ରାତି ପ୍ରାୟ ୧୦.୪୭ ମିନିଟରେ ଏହି ଭୂମିକମ୍ପ ଝଟକା ପ୍ରାୟ ୫ ସେକେଣ୍ଡ ଧରି ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ଛେଣ୍ଡିପଦା ବ୍ଲକ ସଦର ମହକୁମାଠାରୁ ପ୍ରାୟ ୨୫ କିମି ଦୂର  ବ୍ଲକର ସୀମାନ୍ତ ଚଢେଇମରା ଜଙ୍ଗଲ ।

ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି-NCS ରିପୋର୍ଟ ଅନୁସାରେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୯ ଥିଲା । ଭୂଗର୍ଭର ୨୦ କିମି ଗଭୀରରେ ଭୂକମ୍ପ ଅନୁଭୂତ ହୋଇଥିଲା । ଏହାର ପ୍ରଭାବ ଚଢ଼େଇମାର ଗ୍ରାମ ନିକଟସ୍ଥ ଦେବଗଡ଼ ଜିଲ୍ଲାର ଚଢେଇମରା, ଆଉଁଳି, ପାଟକମୁଣ୍ଡା, ଟାଙ୍ଗିରି, ରାଇପାଳ, ଛେଣ୍ଡିପଦା, ଖାମର, କୋଶଳା ବାଗଡ଼ିଆ, ପାତ୍ରପଡା ଆଦି ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଛି । ତେବେ କୌଣସି ଧନଜୀବନ ହାନି ହୋଇନଥିବା ସୂଚନା ।

Post Views: 19
Share197Tweet123Send
Voice of Victims

Voice of Victims

Recent Posts

  • ନୟାଗଡ଼ରେ ସଂସ୍କାର ଭାରତୀର ଜିଲ୍ଲା ସଂଗଠନ ବୈଠକ
  • ମିଆଁମାରରେ ଭୟଙ୍କର ଏୟାରଷ୍ଟ୍ରାଇକ୍, ଚାଲିଗଲା ୪୯ ଜୀବନ
  • ଷଷ୍ଠ ଶ୍ରେଣୀରେ ଲାଗୁ ହେବନି ତ୍ରିଭାଷୀ ନୀତି : ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
  • ମହାନଦୀରେ ବଢ଼ୁଛି ବନ୍ୟାଜଳ : ତଳମୁଣ୍ଡ ପାଇଁ ବିପଦ, ହୀରାକୁଦର ୩୦ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ
  • ଅନୁଗୋଳ ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In