• About Us
  • Contact Us
Saturday, February 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କୋଲକାତାରେ ଭୂକମ୍ପ ଝଟକା, ତୀବ୍ରତା ୫.୪

by Voice of Victims
February 27, 2026
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କୋଲକାତାରେ ଭୂକମ୍ପ ଝଟକା, ତୀବ୍ରତା ୫.୪

କୋଲକାତା : ଆଜି ପଶ୍ଚିମବଙ୍ଗର କୋଲକାତାରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୪ ଥିବା ସୂଚନା ମିଳିଛି । କୋଲାକାତା ସମେତ ଅନ୍ୟାନ୍ୟ ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏହି ଭୂକମ୍ପ ଦ୍ବିପହର ୧ଟା ୨୦ ମିନିଟ୍ ସମୟରେ ଅନୁଭୂତ ହୋଇଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶ ବୋଲି କୌଣସି ଏକ ସୂତ୍ରରୁ ପ୍ରକାଶ ପାଇଛି । କିନ୍ତୁ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ନାହିଁ ।

ଏହା ପୂର୍ବରୁ ଭାରତର ପଡୋଶୀ ଦେଶ ନେପାଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୪.୭ ଥିଲା । ଏହାର କେନ୍ଦ୍ରସ୍ଥଳ ନେପାଳର ସାନଖୁବାସଭା ଜିଲ୍ଲାରେ ଥିଲା ଏବଂ ଆଖପାଖର ଅନେକ ଜିଲ୍ଲାରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ଆଜି ଭୋର ପ୍ରାୟ ୩ଟା ୧୮ ମିନିଟରେ ଭୂକମ୍ପ ଅନୁଭୂତ ହୋଇଥିଲା । ଲୋକମାନେ ଗଭୀର ନିଦରେ ଶୋଇଥିବାବେଳେ ଭୂକମ୍ପ ଅନୁଭୂତ ହେବାରୁ ଭୟରେ ଘରୁ ବାହାରକୁ ଆସିଥିଲେ । କାଠମାଣ୍ଡୁରୁ ପ୍ରାୟ ୪୦୦ କିଲୋମିଟର ପୂର୍ବରେ ସାନଖୁବାସଭା-ତାପଲେଜଙ୍ଗ ସୀମାବର୍ତ୍ତୀ ଅଞ୍ଚଳ ନିକଟରେ ଟୋପକେ ଗୋଲା ଥିଲା ଭୂକମ୍ପର କେନ୍ଦ୍ରସ୍ଥଳ ।

ଏହା ବ୍ୟତୀତ ନେପାଳର ପୂର୍ବାଞ୍ଚଳର ଅନେକ ଜିଲ୍ଲାର ଲୋକମାନେ ମଧ୍ୟ ଭୂକମ୍ପ ଅନୁଭବ କରିଥିଲେ । ଭୋଜପୁର, ପଞ୍ଚଥରା, ତେହରାଥୁମ ଏବଂ ତାପଲେଜଙ୍ଗ ଜିଲ୍ଲାର ଲୋକମାନେ ମଧ୍ୟ ଭୂକମ୍ପ ଅନୁଭବ କରିଥିଲେ । ସଂଖୁବାସଭା ବ୍ୟତୀତ, ନେପାଳର ପୂର୍ବାଞ୍ଚଳର ଅନେକ ଜିଲ୍ଲାର ଲୋକମାନେ ମଧ୍ୟ ଭୂକମ୍ପ ଅନୁଭବ କରିଥିଲେ । ଭୋଜପୁର, ପଞ୍ଚଥରା, ତେହରାଥୁମ ଏବଂ ତାପଲେଜଙ୍ଗ ଜିଲ୍ଲାର ଲୋକମାନେ ମଧ୍ୟ ଭୂକମ୍ପ ଅନୁଭବ କରିଥିଲେ ।

Post Views: 39
Share200Tweet125Send
Voice of Victims

Voice of Victims

Recent Posts

  • ବଲିଭିଆରେ ନୂଆ ନୋଟ ନେଇ ଯାଉଥିବା ବିମାନ ଦୁର୍ଘଟଣା, ୧୫ ମୃତ, ୩୦ ଆହତ
  • ଇରାନ ଉପରେ ଆକ୍ରମଣ କଲା ଇସ୍ରାଏଲ, ସମଗ୍ର ଦେଶରେ ଜରୁରୀକାଳୀନ ସ୍ଥିତି
  • ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିପାରେ ବିଜେପି ! ରାଷ୍ଟ୍ରୀୟ ସଭାପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ପୋଲିସ ବି ଅସୁରକ୍ଷିତ, ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ମାରିଲେ
  • ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ, ଡାକ୍ତର ଦତ୍ତେଶ୍ବର ହୋତା ଏବଂ  ସଂତୃପ୍ତ ମିଶ୍ରଙ୍କୁ ରାଜ୍ୟସଭା ଟିକେଟ୍‌

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In