• About Us
  • Contact Us
Saturday, June 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପାକିସ୍ତାନରେ ଭୂକମ୍ପ ଝଟକା, ତୀବ୍ରତା ୫.୫

by Voice of Victims
June 27, 2026
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କୋଲକାତାରେ ଭୂକମ୍ପ ଝଟକା, ତୀବ୍ରତା ୫.୪

ପାକିସ୍ତାନ : ଭେନେଜୁଏଲାର ଶକ୍ତିଶାଳୀ ଭୂକମ୍ପ ପରେ ଆଜି ସକାଳେ ପାକିସ୍ତାନରେ ପୁଣି ଭୂକମ୍ପ ଝଟକା । ଯାହାର ତୀବ୍ରତା ୫.୫ ଥିବା ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳୁଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ୩୫ କିଲୋମିଟର ତଳେ ଥିବା EMC ଅନୁମାନ କରିଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ବେଲୁଚିସ୍ତାନ ପ୍ରଦେଶରେ ରହିଥିବା କୁହାଯାଇଛି । ଏହି ଭୂକମ୍ପ ପ୍ରାୟ ୮ ଟା ୩୬ ମିନିଟରେ ଅନୁଭୂତ ହୋଇଥିବା ଜଣାପଡିଛି । କିନ୍ତୁ ଏହି ଭୂକମ୍ପରେ କୌଣସି ମୃତାହତ କିମ୍ବା ସମ୍ପତ୍ତି କ୍ଷତିର ସୂଚନା ମିଳିନାହିଁ । ସରକାର ଏବଂ ସ୍ଥାନୀୟ କର୍ତ୍ତୃପକ୍ଷ ପରିସ୍ଥିତି ଉପରେ ନଜର ରଖିବା ସହ ପ୍ରଭାବିତ ଅଞ୍ଚଳଗୁଡିକର ମୂଲ୍ୟାଙ୍କନ କରୁଛନ୍ତି ।

ନିକଟରେ ଭେନେଜୁଏଲାରେ ଧ୍ବଂସକାରୀ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ପ୍ରଥମେ ୭.୨ ଥିଲାବେଳେ ଦ୍ବିତୀୟଟିର ତୀବ୍ରତା ୭.୫ ଥିଲା । ଇଟି ଶକ୍ତିଶାଳୀ ଭୂକମ୍ପରେ ପ୍ରାୟ ୧୬୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧ ହଜାରରୁ ଅଧିକ ଆହତ ହୋଇଥିଲେ । ଫଳରେ ଭେନେଜୁଏଲା କାର୍ଯ୍ୟକାରୀ ରାଷ୍ଟ୍ରପତି ଦେଲସି ରୋଡ୍ରିଗେଜ ଦେଶରେ ଜରୁରୀକାଳୀନ ସ୍ଥିତି ଘୋଷଣା କରିଥିଲେ ।

Post Views: 10
Share197Tweet123Send
Voice of Victims

Voice of Victims

Recent Posts

  • ଆମେରିକା-ଇରାନ ପୁଣି ମୁହାଁମୁହିଁ, ଶାନ୍ତି ଚୁକ୍ତି ପ୍ରଥମେ ଇରାନ ଉଲଂଘନ କରିଛି କହିଲେ ଟ୍ରମ୍ପ
  • ପାକିସ୍ତାନରେ ଭୂକମ୍ପ ଝଟକା, ତୀବ୍ରତା ୫.୫
  • ଜୁନ୍ ୨୮ କିମ୍ବା ୨୯ ରେ ହୋଇପାରେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ
  • ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ହାଇ-ଟେକ୍ ନଜର ଏବଂ ଡିଜିଟାଲ୍ ସର୍ଭେଲାନ୍ସ ରହିବ ଶ୍ରୀକ୍ଷେତ୍ର
  • କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ମେଗା ରକ୍ତଦାନ ଶିବିର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In