• About Us
  • Contact Us
Friday, February 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଶ୍ରୀକ୍ଷେତ୍ରରେ ବ୍ୟାପକ ବ୍ୟବସ୍ଥା

by Voice of Victims
November 14, 2024
in ମୁଖ୍ୟ ଖବର, ରାଜ୍ୟ
କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଶ୍ରୀକ୍ଷେତ୍ରରେ ବ୍ୟାପକ ବ୍ୟବସ୍ଥା

ଭୁବନେଶ୍ବର: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଜନ ସମାଗମକୁ ନଜରରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଅଛି। ମହାପ୍ରଭୁଙ୍କର ସୁନାବେଶ ଦର୍ଶନ ସହ ମହୋଦଧି ଓ ବିଭିନ୍ନ ତୀର୍ଥ ପୁସ୍କରଣୀ ରେ ଡଙ୍ଗା ଭସାଇବା ନେଇ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ମୁତୟନ ହେବେ ୬ ଅତିରିକ୍ତ ଏସପି, ୧୪ ଡିଏସପି, ୩୭ ଇନ୍ସପେକ୍ଟର, ୫ ଶହ ହୋମାଗାର୍ଡ ଓ ୩୬ ପ୍ଲାଟୁନ ପୋଲିସ ଫୋର୍ସ। ଭିଡ ନିୟନ୍ତ୍ରଣ, ଟ୍ରାଫିକ ନିୟନ୍ତ୍ରଣ ଉପରେ ବିଶେଷ ଫୋକସ ରହିବା ସହ ସମୁଦ୍ର କୂଳରେ ମଧ୍ୟ ବ୍ୟାପକ ଲାଇଫଗାର୍ଡ ମୃତୟନ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେହିପରି ମାର୍କେଟ ଛକରୁ ହୋଇଥିବା ବ୍ୟାରିକେଡ଼ ରେ ଭକ୍ତ ମାନେ ପ୍ରବେଶ କରି ସିଂହଦ୍ଵାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାର ଦେଇ ପ୍ରସ୍ଥାନ କରିବେ‌।ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷାକୁ ନେଇ ଏପରି ବ୍ୟବସ୍ଥା ଗ୍ରହଣ କରାଯାଇଥିବା ପୁରୀ ଏସ୍ପି ଭିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି।

Post Views: 180
Share198Tweet124Send
Voice of Victims

Voice of Victims

Recent Posts

  • ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ଜୟନ୍ତୀ ପାଳିତ
  • ସୁନାଚେନ ଛିନ୍ତାଇ କରି ଧରାପଡ଼ିଲେ ଚୋର
  • ବାହାନଗା ଛକ ନିକଟରେ ଦୁର୍ଘଟଣା, ଜଣେ ମୃତ
  • ବାଂଲାଦେଶରେ BNP ମୁଖ୍ୟ ତାରିକ ରହମାନଙ୍କ ଦମଦାର ବିଜୟ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
  • ଭିତରକନିକାରେ କମିଲା ଡଲଫିନ ସଂଖ୍ୟା, ୩ ଦିନ ଧରି ଗଣନା କରିଥିଲେ ୯ ଟି ଟିମ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In