• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡିଶା ରାଜ୍ୟ ଇଲେକ୍ଟ୍ରୋହୋମିଓପାଥିକ ଚିକିତ୍ସକ ସଂଘର କର୍ମକର୍ତ୍ତା ନିର୍ବାଚନ

by Voice of Victims
November 18, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଡିଶା ରାଜ୍ୟ ଇଲେକ୍ଟ୍ରୋହୋମିଓପାଥିକ ଚିକିତ୍ସକ ସଂଘର କର୍ମକର୍ତ୍ତା ନିର୍ବାଚନ

ଭିଓଭି (ଭୁବନେଶ୍ବର): ଗତ ରବିବାର ଦିନ ଓଡିଶା ରାଜ୍ୟ ଇଲେକ୍ଟ୍ରୋହୋମିଓପାଥିକ ଚିକିତ୍ସକ ସଂଘର କର୍ମକର୍ତ୍ତା ନିର୍ବାଚନ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ସର୍ବ ସମ୍ମତି କ୍ରମେ ଡାକ୍ତର ସରୋଜ କୁମାର ସାହୁ ସଭାପତି ଏବଂ ଡାକ୍ତର ପର୍ଶୁରାମ ଖଟୁଆ ସମ୍ପାଦକ ଭାବେ ପୁନଃର୍ବାର ନିର୍ବାଚିତ ହୋଇଛନ୍ତି। ଏଥି ସହିତ ବୈଷୟିକ କମିଟି ଅଧ୍ୟକ୍ଷ ଭାବେ ଡାକ୍ତର କମଳାକାନ୍ତ ନାୟକ, ଯୁଗ୍ମ ସମ୍ପାଦକ ଭାବରେ ଡାକ୍ତର ରଶ୍ମିରଞ୍ଜନ ମହାରଥା ଏବଂ ଡାକ୍ତର ଅବନ୍ତୀ ଦାସମହାପାତ୍ର ଙ୍କୁ ଏବଂ ଗଣମାଧ୍ୟମ ସଂଯୋଜକ ଭାବରେ ଡାକ୍ତର ରଣଜିତ୍ ପଟ୍ଟନାୟକ ଙ୍କୁ ସର୍ବ ସହମତି କ୍ରମେ ମନୋନୀତ କରାଯାଇଅଛି। ଉକ୍ତ ବୈଠକରେ ଆଗାମୀ ଜାନୁଆରୀ ୨୧ ତାରିଖ ବାର୍ଷିକ ଉତ୍ସବ ଅବସରରେ ଅୟୋଜିତ ହେବାକୁ ଥିବା ଜାତୀୟ ସ୍ତରୀୟ ସମ୍ମିଳନୀ ପରିଚାଳନା ପାଇଁ ରଣନୀତି ପ୍ରସ୍ତୁତ କରାଯାଇ ବିଭିନ୍ନ କମିଟି ମାନ ଗଠନ କରାଯାଇଥିଲା।
ରାଜ୍ୟ ର କୋଣ ଅନୁକୋଣରୁ ପ୍ରାୟ ୨୦୦ରୁ ଉର୍ଦ୍ଧ୍ବ ଡାକ୍ତର ଏଥିରେ ଯୋଗଦାନ କରିଥିଲେ।

Post Views: 195
Share224Tweet140Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In