• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆଦିଲ୍ଲୀରେ ନିର୍ବାଚନ ତାଲିମ: ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେଲେ ଶକ୍ତି ପ୍ରସାଦ

by Voice of Victims
July 25, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ନୂଆଦିଲ୍ଲୀରେ ନିର୍ବାଚନ ତାଲିମ: ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେଲେ ଶକ୍ତି ପ୍ରସାଦ

ରଣପୁର, ୨୫/୦୭ : ଭାରତ ସରକାରଙ୍କ ନିର୍ବାଚନ ଆୟୋଗ ପକ୍ଷରୁ ନୂଆଦିଲ୍ଲୀ ରେ ଥିବା ଭାରତ ଆନ୍ତରାଷ୍ଟ୍ରୀୟ ଲୋକତନ୍ତ୍ର ଓ ନିର୍ବାଚନ ପରିଚାଳନା ସଂସ୍ଥାନରେ ଦୁଇ ଦିନିଆ ତାଲିମ ଶିବିର ଆୟୋଜିତ ହୋଇଥିଲା | ଏହି ତାଲିମ କାର୍ଯ୍ୟକ୍ରମରେ ଓଡିଶା, ତାମିଲନାଡୁ ଓ ପଶ୍ଚିମବଙ୍ଗ ରାଜ୍ୟରୁ ବୁଥ୍ ସ୍ତରୀୟ ଅଧିକାରୀ ଓ ପର୍ଯ୍ୟବେକ୍ଷକମାନେ ଅଂଶ ଗ୍ରହଣ କରି ତାଲିମ ନେଇଥିଲେ | ଓଡ଼ିଶାରୁ ୪୭ଟି ବିଧାନସଭାରୁ ଜଣେ ଜଣେ ପ୍ରତିନିଧି ଯୋଗ ଦେଇ ତାଲିମ ଗ୍ରହଣ କରିଥିଲେ |

ନୟାଗଡ ଜିଲ୍ଲା ରଣପୁର ନିର୍ବାଚନ ମଣ୍ଡଳୀର ବୁଥ୍ ପର୍ଯ୍ୟବେକ୍ଷକ ଶକ୍ତି ପ୍ରସାଦ ଆଚାର୍ଯ୍ୟ ଏହି ତାଲିମରେ ଯୋଗ ଦେଇ ସଫଳ ଭାବେ ତାଲିମ ଗ୍ରହଣ କରି ଫେରିଛନ୍ତି | ସେଠାରେ ହୋଇଥିବା ପରୀକ୍ଷାରେ ଶ୍ରୀ ଆଚାର୍ଯ୍ୟ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ ହୋଇ ସାର୍ଟିଫିକେଟ ହାସଲ କରି ସଫଳତା ଲାଭ କରିଥିବା ଜଣାପଡିଛି | ସେହିପରି ନୟାଗଡ ଜିଲାରୁ ଖଣ୍ଡପଡା ନିର୍ବାଚନ ମଣ୍ଡଳୀରୁ ଅମିତ କୁମାର ବେହେରା, ଦଶପଲ୍ଲା ନିର୍ବାଚନ ମଣ୍ଡଳୀରୁ ପ୍ରିୟରଞ୍ଜନ ସାହୁ ଓ ନୟାଗଡ ନିର୍ବାଚନ ମଣ୍ଡଳୀରୁ ପ୍ରଦୀପ କୁମାର ପଣ୍ଡା ପ୍ରମୁଖ ଏହି ତାଲିମରେ ଅଂଶ ଗ୍ରହଣ କରିଥିଲେ |

Post Views: 109
Share209Tweet131Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In