• About Us
  • Contact Us
Sunday, August 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

‘ଗୋଟିଏ ଯୁଗର ଅନ୍ତ’… ଧର୍ମେନ୍ଦ୍ରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଃଖ

by Voice of Victims
November 24, 2025
in ଦେଶ ବିଦେଶ, ମୁଖ୍ୟ ଖବର
‘ଗୋଟିଏ ଯୁଗର ଅନ୍ତ’… ଧର୍ମେନ୍ଦ୍ରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଃଖ

ନୂଆଦିଲ୍ଲୀ: ବଲିଉଡ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ ହୋଇଛି । ୮୯ ବର୍ଷ ବୟସରେ ମୁମ୍ବାଇ ସ୍ଥିତ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଧର୍ମେନ୍ଦ୍ରଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଧର୍ମେନ୍ଦ୍ର ଜୀଙ୍କ ନିଧନରେ ଭାରତୀୟ ସିନେମାର ଏକ ଯୁଗର ଅନ୍ତ ହୋଇଛି । ସେ ଏକ ପ୍ରତିଷ୍ଠିତ ଫିଲ୍ମ କଳାକାର, ଏକ ଅଦ୍ଭୁତ ଅଭିନେତା ଏବଂ ପ୍ରତ୍ୟେକ ଭୂମିକାରେ ସମସ୍ତଙ୍କୁ ଆକର୍ଷଣ କରନ୍ତି । ସେ ସମସ୍ତ ପ୍ରକାରର ଭୂମିକା ନିର୍ବାହ କରିଛନ୍ତି । ସେ ଅଗଣିତ ଲୋକଙ୍କ ହୃଦୟକୁ ଛୁଇଁଛନ୍ତି । ଧର୍ମେନ୍ଦ୍ର ଜୀ ନିଜର ବିନମ୍ରତା ଏବଂ ସରଳତା ପାଇଁ ପ୍ରଶଂସାର ଯୋଗ୍ୟ । ଏହି ଦୁଃଖ ସମୟରେ, ମୋ ସମବେଦନା ତାଙ୍କ ପରିବାର, ବନ୍ଧୁ ଏବଂ ପ୍ରଶଂସକ ପ୍ରତି ରହିଛି । ଓଁ ଶାନ୍ତି ।

ଗତ ସପ୍ତାହରେ ବଲିଉଡର ହି- ମ୍ୟାନ ଧର୍ମେନ୍ଦ୍ର ଅସୁସ୍ଥ ହୋଇ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଟିମ ପକ୍ଷରୁ କୁହାଯାଇଥିଲା ।

Post Views: 49
Share199Tweet124Send
Voice of Victims

Voice of Victims

Recent Posts

  • ହରୀପ୍ରୀୟା ଇଂରାଜୀ ମିଡିୟମ୍ ବିଦ୍ୟାଳୟରେ ପାଳିତ ହେଲା ସ୍ୱାଧୀନତା ଦିବସ
  • ପତାକା ଉତ୍ତୋଳନ ପୂର୍ବରୁ ବିଦ୍ୟୁତ୍ ଆଘାତରେ ଶିକ୍ଷକ ମୃତ
  • ପତଞ୍ଜଳି ଯୋଗପୀଠ ପକ୍ଷରୁ ସ୍ବାଧୀନତା ଦିବସ ପାଳନ
  • ଇଣ୍ଡୋନେସିଆରେ ୭.୭ ତୀବ୍ରତାର ଭୂକମ୍ପ, ୨ ମୃତ, ସୁନାମି ସତର୍କତା ଜାରି
  • ଲଘୁଚାପ ପରେ ପୁଣି ଲଘୁଚାପ, ରାଜ୍ୟର ୩୦ ଜିଲ୍ଲାକୁ ବର୍ଷା ସତର୍କତା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In