• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଇଭିଏମରେ ତ୍ରୁଟି, ମତଦାନ ବନ୍ଦ

by Voice of Victims
June 1, 2024
in ମୁଖ୍ୟ ଖବର, ରାଜ୍ୟ
ଇଭିଏମରେ ତ୍ରୁଟି, ମତଦାନ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶେଷ ତଥା ଚତୁର୍ଥ ପର୍ଯ୍ୟାୟ ମତଦାନ । ଏହି ଅବସରରେ ବିଭିନ୍ନ ସ୍ଥାନରେ ଇଭିଏମରେ ତ୍ରୁଟି ପରିଲକ୍ଷିତ ହୋଇଛି । ଯେଉଁଥି ପାଇଁ ମତଦାନରେ ବାଧା ସୃଷ୍ଟି ହୋଇଛି । ଏପରିକି ଭଦ୍ରକ ଅଞ୍ଚଳରେ ଲୋକସଭା ଇଭିଏମରେ ତ୍ରୁଟି ଯୋଗୁଁ ପାଖାପାଖି ୧ ଘଣ୍ଟା ଧରି ମତଦାନ ବନ୍ଦ ରହିଥିବା ଜଣାଯାଇଛି । ରାଜେନ୍ଦ୍ରନଗର ପଞ୍ଚାୟତର ୧୭୪ ନଂ ବୁଥରେ ଲୋକସଭା ଇଭିଏମରେ ତ୍ରୁଟି ପରିଲକ୍ଷିତ ହୋଇଛି । ଫଳରେ ଉକ୍ତ ବୁଥରେ ଘଣ୍ଟାଏ ହେବ ମତଦାନ ବନ୍ଦ ରହିଛି ।     ଆଜି ୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ୱର ଏବଂ ମୟୂରଭଞ୍ଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ବିଭିନ୍ନ ବୁଥ୍‌ରେ ଇଭିଏମ୍‌ ଅଚଳ ହୋଇପଡ଼ିବାରୁ ଭୋଟରଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା, ଭଦ୍ରକ,ଜଳେଶ୍ୱର ଓ ବାଲେଶ୍ୱର ବିଭିନ୍ନ ସ୍ଥାନରେ ଇଭିଏମ୍‌ ଅଚଳ ହୋଇଥିବା ସୂଚନା ମିଳିଛି। ଏଥିଯୋଗୁ ମତଦାନ ବିଳମ୍ବ ହୋଇଛି। ଏହାସହ ବହୁ ଭୋଟର ନିଜ ମତାଧିକାର ସାବ୍ୟସ୍ତ କରି ନ ପାରି ନିରାଶ ଭୋଟ ନଦେଇ ଫେରି ଯାଇଥିବା ଜଣାଯାଇଛି। 

Post Views: 32
Tags: Error in EVM
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In