• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ କଲଚୁରାଲ ଆମ୍ବାସାଡର:ମୁଖ୍ୟମନ୍ତ୍ରୀ

by Voice of Victims
January 8, 2025
in ମୁଖ୍ୟ ଖବର, ରାଜ୍ୟ
ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ କଲଚୁରାଲ ଆମ୍ବାସାଡର:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସଜେଇ ହୋଇଛି ଜନତା ମୈଦାନ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ମହାକୁମ୍ଭ ।  ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ଶୁଭାରମ୍ଭ ହୋଇଛି ।  ଏହାକୁ ନେଇ ରାଜଧାନୀରେ ଉତ୍ସବର ମାହୋଲ ଖେଳିଯାଇଛି ।  ୩ଦିନ ଧରି ଚାଲିବ ଏହି ସମ୍ମିଳନୀ ।  ଯୁବ ସମାବେଶରୁ ଆରମ୍ଭ ହୋଇଛି ସମ୍ମେଳନ ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବୀପ ପ୍ରଜ୍ବଳନ କରି ସମ୍ମିଳନୀର ଶୁଭାକମ୍ଭ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଉପସ୍ଥିତ । ପ୍ରବାସୀ ଭାରତୀୟ ସମ୍ମିଳନୀର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଅଜସ୍ର ସ୍ନେହ ଶ୍ରଦ୍ଧାର ସହ ଏହି ଦିନର  ଅପେକ୍ଷାରେ ଥିଲୁ । ଅପେକ୍ଷାର ଅନ୍ତ ଘଟିଲା । ସମ୍ପର୍କ ଆହୁରି ସୃଦୁଢ ହେବ ।  ଜଗନ୍ନାଥଙ୍କ ମାଟିରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ ।  ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ କଲଚୁରାଲ ଆମ୍ବାସାଡର । ଆପଣଙ୍କ ସଫଳତା ଆମକୁ ଖୁସି ଦିଏ । ଓଡିଶାର ସଂସ୍କୃତି ଐତିହ୍ୟ ସ୍ବତନ୍ତ୍ର । ଧଉଳି, ଚିଲିକା ଭଳି ପର୍ୟ୍ୟଟନ ସ୍ଥାନ ବୁଲନ୍ତୁ  ଡଲମା, ରସଗୋଲା ଭଳି ଓଡିଆ ଖାଦ୍ୟର ମଜା ନିଅନ୍ତୁ । ସମ୍ମିଳନୀ ଅବସରରେ ଅନେକ ସାଂସ୍କୃତିକ କାର୍ୟ୍ୟକ୍ରମ ହେଉଛି । ସବୁ ଦେଖନ୍ତୁ ଏହା ଦ୍ବାରା ସମ୍ପର୍କ ମଜବୁତ ହେବ ଅତୁଟ ରହିବ ।

Post Views: 35
Share197Tweet123Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In