• About Us
  • Contact Us
Saturday, August 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ ସେବା ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ

by Voice of Victims
February 3, 2024
in ରାଜ୍ୟ
ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ ସେବା ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ

ଭୁବନେଶ୍ଵର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସକାଳେ ସମ୍ବଲପୁର ରେଳ ଷ୍ଟେସନ ନୀରିକ୍ଷଣ କରୁଥିବାବେଳେ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି। ଗୋରଖପୁର-ହାଟିଆ ଏକ୍ସପ୍ରେସର ସମ୍ପ୍ରସାରଣ ଏହି ଅଞ୍ଚଳର ଯାତ୍ରୀମାନଙ୍କୁ ବିଶେଷ କରି ସମ୍ବଲପୁର, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାର ଯାତ୍ରୀମାନଙ୍କୁ ଯାତ୍ରା ସୁବିଧା ଯୋଗାଇବ ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି। ଶ୍ରୀ ବୈଷ୍ଣବ ଏହା ମଧ୍ୟ କହିଛନ୍ତି ଯେ, ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶ କରାଯାଉଛି। ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶ ପ୍ରାୟ ୩୭୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ। ଏହି ଷ୍ଟେସନ ମାଧ୍ୟମରେ ସହରର ଉଭୟ ପାର୍ଶ୍ୱ ସଂଯୋଗ ହୋଇପାରିବ। ସମ୍ବଲପୁର ରେଳ ଷ୍ଟେସନରେ ସମସ୍ତ ଆଧୁନିକ ସୁବିଧା ଯୋଗାଇ ଦିଆଯିବ।

Post Views: 138
Share198Tweet124Send
Voice of Victims

Voice of Victims

Recent Posts

  • ଆସନ୍ତା ୧୨ ତାରିଖରେ ଚଳିତ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ, ଭାରତ କିମ୍ବା ଓଡ଼ିଶାରେ ହେବ ନାହିଁ ଦୃଶ୍ୟ
  • ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହ, ଛାତ୍ରମାନଙ୍କୁ ଦେଲେ ଗୁରୁମନ୍ତ୍ର
  • ପ୍ରବଳ ବର୍ଷାରେ ବି ଥମିନି ଭକ୍ତିର ପଦଯାତ୍ରା, କାନ୍ଧରେ କାଉଡ଼ି, ହାତରେ ପାଣିଭାର—“ବୋଲବମ୍” ଧ୍ୱନିରେ ମୁଖର ରାସ୍ତା
  • ଓଡଗାଁ ଅଞ୍ଚଳ ଅଂଚଳବାସୀଙ୍କ ଦୂର ହେବ ବିଦ୍ୟୁତ କାଟ ସମସ୍ୟା : ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ନୟାଗଡ଼-ଓଡ଼ଗାଁ ନୂତନ 33 କେଭି ଲାଇନ,ଉପକୃତ ହେବେ ଓଡଗାଁ ଓ ଶରଣକୁଳର 50 ହଜାର ଉପଭୋକ୍ତା
  • ରୁଷ ତୈଳ କିଣୁଥିବା ଭାରତକୁ ଆମେରିକାର ବଡ଼ ଝଟକା! ସେନେଟ୍‌ରେ ପାସ୍ ହେଲା ପ୍ରତିବନ୍ଧକ ବିଲ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In