• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆବର୍ଷ ପାଇଁ ପୁରୀରେ ବ୍ୟାପକ ବ୍ୟବସ୍ଥା, ୬୦ ପ୍ଲାଟୁନ୍ ପୋଲିସ ମୁତୟନ

by Voice of Victims
December 27, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ନୂଆବର୍ଷ ପାଇଁ ପୁରୀରେ ବ୍ୟାପକ ବ୍ୟବସ୍ଥା, ୬୦ ପ୍ଲାଟୁନ୍ ପୋଲିସ ମୁତୟନ

ପୁରୀ : ନୂଆବର୍ଷ ପାଇଁ ପୁରୀରେ ବ୍ୟାପକ ପ୍ରସ୍ତୁତି। ନୂଆବର୍ଷ ଦିନ ପୁରୀରେ ପାଖାପାଖି ୪ଲକ୍ଷ ଭକ୍ତଙ୍କ ସମାଗମ ହେବ ।  ଏହାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା କରାଯାଇଛି । ୬୦ ପ୍ଲାଟୁନ ପୋଲିସ କର୍ମଚାରୀଙ୍କୁ ନେଇ ଏକ ଶକ୍ତିଶାଳୀ ବାହିନୀକୁ ନିୟୋଜିତ କରାଯିବ। 

ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପ୍ରଶାସନ କଠୋର ଟ୍ରାଫିକ ଡାଇଭର୍ସନ, ନିର୍ଦ୍ଦିଷ୍ଟ ପାର୍କିଂ ଜୋନ୍ , ବ୍ୟାରିକେଡ୍ ଏବଂ ସାର୍ବଜନୀନ ସମ୍ବୋଧନ ବ୍ୟବସ୍ଥା କରିଛି । ଅସାମାଜିକ ଆଚରଣ ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି କାର୍ଯ୍ୟକାରୀ ହେଉଛି । ଶାନ୍ତି ବଜାୟ ରଖି ମହାପ୍ରଭୁଙ୍କ ଦର୍ଶନ କରିବା ସହ ବେଳାଭୂମି ବୁଲିବାକୁ ନିବେଦନ କରାଯାଇଛି ।

Post Views: 25
Share198Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In