• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଫେସବୁକ୍, ଇନଷ୍ଟାଗ୍ରାମ ହେଲା ଡାଉନ୍, ଆପେ ଆପେ ଲଗ୍ ଆଉଟ୍ ହେଉଛି ଆକାଉଣ୍ଟ

by Voice of Victims
March 5, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଫେସବୁକ୍, ଇନଷ୍ଟାଗ୍ରାମ ହେଲା ଡାଉନ୍, ଆପେ ଆପେ ଲଗ୍ ଆଉଟ୍ ହେଉଛି ଆକାଉଣ୍ଟ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ୍ ଏବଂ ଇନଷ୍ଟାଗ୍ରାମ ହଠାତ୍ ଆଜି ଡାଉନ୍ ହୋଇଯାଇଛି। ବ୍ୟବହାରକାରୀଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ହଠାତ୍ ଲଗ୍ ଆଉଟ୍ ହୋଇଯାଉଛି। ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ୍‌ ଏବଂ ଇନଷ୍ଟାଗ୍ରାମ ହୋଇଛି ଡାଉନ୍‌। ମଙ୍ଗଳବାର ଉଭୟ ପ୍ଲାଟଫର୍ମ ବ୍ୟବହାରକାରୀଙ୍କୁ ଭିନ୍ନ ଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିବା ଜଣାପଡ଼ିଛି। କିଛି ଏହାକୁ ବ୍ୟବହାର କରିପାରୁ ନ ଥିବା ବେଳେ କିଛି ହଠାତ୍‌ ଲଗ୍‌ ଆଉଟ୍‌ ହେଉଥିବା ଦେଖାଯାଉଛି। ଏପରକି ଏହାର ପ୍ରଭାବ ମେସେଞ୍ଜର ଉପରେ ପଡ଼ିଥିବା ଦେଖିବାକୁ ମିଳୁଛି। ଯଦି ଆପଣଙ୍କ ସହ ଏଭଳି କିଛି ହେଉଛି ତେବେ ଚିନ୍ତା କରନ୍ତୁ ନାହଁ। କାରଣ ଫେସବୁକ୍‌ ଏକ ଆଉଟେଜ୍‌ର ସାମ୍ନା କରୁଛି, ଯେଉଁଥିରେ ବ୍ୟବହାରକାରୀଙ୍କୁ ଲଗ୍‌ ଆଉଟ୍‌ କରିଦିଆଯାଇଛି। ଏଥିଲାଗି ପାସଓ୍ବାର୍ଡକୁ ଆକ୍ସେପ୍ଟ କରାଯାଇପାରୁନାହିଁ। 

Post Views: 78
Tags: FacebookInstagram is down
Share200Tweet125Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In