• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଜାରରେ ବୁଲୁଛି ପୁଳା ପୁଳା ନକଲି ମେଡ଼ିସିନ, ୪ ବର୍ଷରେ ୧୬୮ ନକଲି ଔଷଧ ଚିହ୍ନଟ

by Voice of Victims
December 2, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବଜାରରେ ବୁଲୁଛି ପୁଳା ପୁଳା ନକଲି ମେଡ଼ିସିନ, ୪ ବର୍ଷରେ ୧୬୮ ନକଲି ଔଷଧ ଚିହ୍ନଟ

ଭୁବନେଶ୍ବର: ବଜାରରେ ବୁଲୁଛି ପୁଳା ପୁଳା ନକଲି ମେଡ଼ିସିନ । ପାନ ୪୦, ପାନଟପ, ଟେଲମା, ପାରାସିଟାମଲ ପରି ନକଲି ଔଷଧ ବଜାରରେ ବୁଲୁଛି । ଗତ ୪ ବର୍ଷରେ ୧୬୮ ନକଲି ମେଡ଼ିସିନ ସହ ୩୮୮ ନିମ୍ନ ମାନର ମେଡ଼ିସିନ ଚିହ୍ନଟ ହୋଇଛି । ଗତ ୪ ବର୍ଷରେ ଅଢେଇ କୋଟିର ଅଧିକ ଟଙ୍କାର ନକଲି ମେଡ଼ିସିନ ଜବତ କଲେଣି ସରକାର । ବିଧାନସଭାରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଏ ନେଇ ଲିଖିତ ଉତ୍ତର ଦେଇଛନ୍ତି ।

୨୦୨୧ ମସିହାରେ ୭୯ଟି, ୨୦୨୨ ରେ ୬୪ ଟି, ୨୦୨୩ ରେ ୧୪ ଓ ୨୦୨୪ରେ ୧୧ ନକଲି ମେଡ଼ିସିନ ଚିହ୍ନଟ ହୋଇଛି । Telma 40, pan 40, O2, zerodal sp, Ranitil, Paracetamol syrup, paracetamol tablet । livocetizine, clavam 625 ଓ rabeprazole ଭଳି ଦୈନନ୍ଦିନ ବ୍ୟବହୃତ ମେଡ଼ିସିନର ନକଲି ମେଡ଼ିସିନ ବି ବଜାରରେ ବୁଲୁଛି ।

Post Views: 31
Share199Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In