• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭୟଙ୍କର ଦୁର୍ଘଟଣା: ୧୮ମୃତ

by Voice of Victims
July 10, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଭୟଙ୍କର ଦୁର୍ଘଟଣା: ୧୮ମୃତ

ନୂଆଦିଲ୍ଲୀ:ବୁଧବାର ଭୋର ସମୟରେ ଉତ୍ତରପ୍ରଦେଶର ଉନ୍ନାଓ ଜିଲ୍ଲାରେ ଦୁଗ୍ଧ କଣ୍ଟେନରକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ । ଏହି ଦୁର୍ଘଟଣାରେ ୧୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି ।  ଅନ୍ୟପଟେ ରାଷ୍ଟ୍ରପତି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପ୍ରମୁଖ ଘଟଣାକୁ ନେଇ ଦୁଃଖପ୍ରକାଶ କରିଛନ୍ତି । ବୁଧବାର ଭୋର ପାଖାପାଖି ୪.୩୦ ସୁଦ୍ଧା ବିହାରରୁ ଦିଲ୍ଲୀ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ଉତ୍ତରପ୍ରଦେଶ ଉନ୍ନାଓ ଜିଲ୍ଲାରେ ଲକ୍ଷ୍ମୌ- ଆଗ୍ରା ଏକ୍ସପ୍ରେସଓ୍ବେରେ ଦୁଗ୍ଧ କଣ୍ଟେନରକୁ ପଛପଟୁ ଧକ୍କା ଦେଇଥିଲା । ଏହି ଅଘଟଣରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ରୁ ଅଧିକ ଆହତ ହୋଇଛନ୍ତି ।ଆହତମାନଙ୍କ ମଧ୍ୟରେ ଅନେକ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ରହିଛି । ବସଟି ଦ୍ରୁତ ଗତିରେ ଯାଉଥିବା ନେଇ ସ୍ଥାନୀୟ ଲୋକେମାନେ ସୂଚନା ଦେଇଛନ୍ତି ।ଦୁର୍ଘଟଣା ସମ୍ବନ୍ଧରେ ଖବର ପାଇବା ମାତ୍ରେ ଗ୍ରାମୀଣ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯିବା ସହ ମୃତଦେହଗୁଡିକୁ ଜବତ କରି ପୋଲିସ ତଦନ୍ତ ଜାରି ରଖିଛି । 

Post Views: 24
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In